ଛତିଶଗଡ : ଛତିଶଗଡ ନାରାୟଣପୁରରେ ପୁଣି ମାଓ ହିଂସା । ଫରେସଗା ଥାନା ଅନ୍ତର୍ଗତ କରମରି ଗ୍ରାମର ସରପଞ୍ଚ ଙ୍କ ସ୍ୱାମୀ ଙ୍କ ଗଳା କାଟି ହତ୍ୟା କରିଛନ୍ତି ସଶସ୍ତ୍ର ନକ୍ସଲ । ଏହା ସହ ପ୍ରଧାନମନ୍ତ୍ରୀ ସଡକ ଯୋଜନାରେ ନିୟୋଜିତ ଥିବା ପ୍ରୋକଲିନ ଓ ଟ୍ରାକ୍ଟର କୁ ନିଆଁ ଲଗାଇ ପୋଡି ଦେଇଛନ୍ତି ଲାଲ୍ ବାହିନୀ । ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଆତଙ୍କ ସୃଷ୍ଟି ହୋଇଛି ।
BREAKING NEWS
- ଅଏଲ୍ ଇଣ୍ଡିଆ ଏବଂ ସିଏସଆଇଆର-ଆଇଏମଏମଟି ମଧ୍ୟରେ ବୁଝାମଣାପତ୍ର ସ୍ୱାକ୍ଷରିତ
- ହାର୍ଦ୍ଦିକଙ୍କ ବ୍ୟାଟ ଚୋରୀ କରି ନେଇଗଲେ ରିଙ୍କୁ
- AI in healthcare: ଅଙ୍ଗ ପ୍ରତିରୋପଣ କ୍ଷେତ୍ରରେ ଭାରତ ବିଶ୍ୱର ତୃତୀୟ ଶ୍ରେଷ୍ଠ ଦେଶ
- ଭାମଶୀଙ୍କ ଫିଲ୍ମରେ ଅଭିନୟ କରିବେ ସଲମାନ
- Nishikant Dubey: ଦେଶବାସୀଙ୍କ ପାଖରେ ଦୁବେ ନିସର୍ତ୍ତ କ୍ଷମା ପ୍ରାର୍ଥନା କରନ୍ତୁ: ବିଜେଡି
- ଡିଆରଏସ ନିୟମରେ ବଡ ପରିବର୍ତନ କଲା ବିସିସିଆଇ
- ମହାନଦୀରେ ଛଡ଼ାଗଲା ୧୨ଟି ଘଡ଼ିଆଳ, ୩୫ରେ ପହଞ୍ଚିଲା କୁମ୍ଭୀରଙ୍କ ସଂଖ୍ୟା
- Lashkar-e-Taiba terrorist:ଦିଲ୍ଲୀ ସୀମାରୁ ଗିରଫ ହେଲା ଲସ୍କର ଆତଙ୍କବାଦୀ;ସ୍ଲିପର ସେଲ୍ ଭାବରେ କରୁଥିଲା କାମ
- ଭୋଟର ତାଲିକାରୁ ବାଦ୍ ପଡ଼ିଲେ ୭ ଲକ୍ଷରୁ ଅଧିକ ମତଦାତା
- ରାଗିଗଲେ ରାହାନେ: ମୁଁ ନିଜ ଦକ୍ଷତାକୁ ପ୍ରମାଣିତ କରିବା ପାଇଁ ଆଇପିଏଲ ଖେଳୁନି
Comments are closed.