ସୁବର୍ଣ୍ଣପୁର: ଓଡିଶା କୋଠାବାଡି ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡ ପକ୍ଷରୁ ସୁବର୍ଣ୍ଣପୁର ନୂତନ ଟାଉନ ହଲଠାରେ ଏକ ମେଗା ସହାୟତା ଶିବିର ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ଶ୍ରମ ଅଧିକାରୀ ଦିଲେଶ୍ୱର ଖାଖାଙ୍କ ପରିଚାଳନାରେ ଆୟୋଜିତ ଏହି ଶିବିରରେ ଓଡିଶା କୋଠାବାଡି ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡ ଅଧ୍ୟକ୍ଷା ଶ୍ରୀମୟୀ ମିଶ୍ର, ଅତିରିକ୍ତ ଜିଲ୍ଲାପାଳ ନିଶି ପୁନମ ମିଞ୍ଜ, ପୌରାଧ୍ୟକ୍ଷା ତାମସୀ ତମସ୍ମିତା ନାଏକ ପ୍ରମୁଖ ଉପସ୍ଥିତ ରହି ନିର୍ମାଣ ଶ୍ରମିକଙ୍କ ସାମାଜିକ ସୁରକ୍ଷା ଓ ଶ୍ରମଜୀବୀଙ୍କ ଆର୍ôଥକ ବିକାଶ ଉପରେ କରାଯାଉଥିବା ଯୋଜନା ସଂପର୍କରେ ଆଲୋକପାତ କରିଥିଲେ । ପରେ କୋଠାବାଡି ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡ ଅଧ୍ୟକ୍ଷା ୨ ଶହ ୧୧ ଜଣ ନିର୍ମାଣ ଶ୍ରମିକଙ୍କୁ ୧ କୋଟି ୭୯ ଲକ୍ଷ ୩୫ ହଜାର ଟଙ୍କାର ଆର୍ôଥକ ସହାୟତା ବଣ୍ଟନ କରିଛନ୍ତି ।
BREAKING NEWS
- ଏହା ଏକ ଯୁବଶକ୍ତି ବଜେଟ୍, ବର୍ତ୍ତମାନର ସ୍ୱପ୍ନକୁ ସାକାର କରିବ: ମୋଦି
- ଟି୨୦ ବିଶ୍ୱକପ ପୂର୍ବରୁ ଏହି ସବୁ ପ୍ରଶ୍ନର ଉତର ଖୋଜୁଛି ଟିମ ଇଣ୍ଡିଆ
- Budget 2026: ୨୦୩୦ ସୁଦ୍ଧା ଭାରତୀୟ କାଜୁ ଓ କୋକୋଆକୁ ବିଶ୍ୱର ଏକ ପ୍ରିମିୟମ୍ ବ୍ରାଣ୍ଡ୍ ଭାବେ ଗଢ଼ି ତୋଳିବା ଲକ୍ଷ୍ୟ
- ବଜେଟରେ ନାଖୁସ ଶଶି ଥରୁର: କହିଲେ, ନିର୍ବାଚନ ରାଜ୍ୟ ହେବା ସତ୍ତ୍ୱେ କେରଳକୁ କରାଗଲା ଅଣଦେଖା
- ଭାରତ ଇରାନରୁ ନୁହେଁ, ଭେନେଜୁଏଲାରୁ ତେଲ କିଣିବ: ବଡ଼ ଘୋଷଣା କଲେ ଟ୍ରମ୍ପ
- Union Budget 2026: ଓଡିଶା ଉପରେ ବଜେଟ ବର୍ଷା, ମୁଖ୍ୟମନ୍ତ୍ରୀ ଜଣାଇଲେ ଅଭିନନ୍ଦନ…
- Union Budget 2026: ଏଣିକି ଶସ୍ତା ହେବ ବିଦେଶ ଯାତ୍ରା ଓ ପାଠପଢ଼ା…
- ମଧୁମେହ ଏବଂ ଉଚ୍ଚ ରକ୍ତଚାପ ଥିବା ଲୋକଙ୍କ ହ୍ରାସ ପାଏ କି ଶ୍ରବଣ ଶକ୍ତି ?
- Budget2026: ଦେଶରେ ନିର୍ମାଣ ହେବ ୩ଟି ନୂଆ ଏମ୍ସ, ୭ଟି ରେଳ କରିଡର୍
- Union Budget 2026: ଜାଣନ୍ତୁ…କ’ଣ ମହଙ୍ଗା, କ’ଣ ଶସ୍ତା?
Comments are closed.