ସୁବର୍ଣ୍ଣପୁର: ଓଡିଶା କୋଠାବାଡି ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡ ପକ୍ଷରୁ ସୁବର୍ଣ୍ଣପୁର ନୂତନ ଟାଉନ ହଲଠାରେ ଏକ ମେଗା ସହାୟତା ଶିବିର ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ଶ୍ରମ ଅଧିକାରୀ ଦିଲେଶ୍ୱର ଖାଖାଙ୍କ ପରିଚାଳନାରେ ଆୟୋଜିତ ଏହି ଶିବିରରେ ଓଡିଶା କୋଠାବାଡି ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡ ଅଧ୍ୟକ୍ଷା ଶ୍ରୀମୟୀ ମିଶ୍ର, ଅତିରିକ୍ତ ଜିଲ୍ଲାପାଳ ନିଶି ପୁନମ ମିଞ୍ଜ, ପୌରାଧ୍ୟକ୍ଷା ତାମସୀ ତମସ୍ମିତା ନାଏକ ପ୍ରମୁଖ ଉପସ୍ଥିତ ରହି ନିର୍ମାଣ ଶ୍ରମିକଙ୍କ ସାମାଜିକ ସୁରକ୍ଷା ଓ ଶ୍ରମଜୀବୀଙ୍କ ଆର୍ôଥକ ବିକାଶ ଉପରେ କରାଯାଉଥିବା ଯୋଜନା ସଂପର୍କରେ ଆଲୋକପାତ କରିଥିଲେ । ପରେ କୋଠାବାଡି ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡ ଅଧ୍ୟକ୍ଷା ୨ ଶହ ୧୧ ଜଣ ନିର୍ମାଣ ଶ୍ରମିକଙ୍କୁ ୧ କୋଟି ୭୯ ଲକ୍ଷ ୩୫ ହଜାର ଟଙ୍କାର ଆର୍ôଥକ ସହାୟତା ବଣ୍ଟନ କରିଛନ୍ତି ।
BREAKING NEWS
- Serious allegations against SCB Medical:ମେଡିକାଲ ବିରୋଧରେ ସାଂଘାତିକ ଅଭିଯୋଗ;ମାନସିକ ରୋଗୀଙ୍କୁ ପିଟିପିଟି ହତ୍ୟା !
- Mangaluru Blast at MRPL: ରିଫାଇନାରୀ ଅଘଟଣରେ ଜଣେ ମୃତ, ୯ ଆହତ
- Jail or Hotel ? ଜନ ଆସନ୍ତୋଷ ପରେ ବୁଲିଲା ବୁଲଡୋଜର
- ନିର୍ବାଚନରେ ପୁଣି ବ୍ୟାଲଟ୍ ପେପର ଫେରାଇ ଆଣିବାକୁ ଇଣ୍ଡିଆ ମେଣ୍ଟ ବୈଠକରେ ଖର୍ଗେଙ୍କ ଦାବି
- ସୁସ୍ଥ ହେଉଛନ୍ତି ଓରାଙ୍ଗଉଟାନ୍, ସୁହାଉଛି ଓଡ଼ିଶା ଜଳବାୟୁ
- ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ରୋଷେୟାଙ୍କୁ ଗିରଫ କଲା ପୋଲିସ
- ରୁଷରେ ଫସିଯାଇଛନ୍ତି ତେଲେଙ୍ଗାନାର ଚାରି ଯୁବକ; ଚାକିରି ନାଁରେ ସେନାରେ ଜବରଦସ୍ତି ଭର୍ତ୍ତି କରାଇଦେବା ଅଭିଯୋଗ
- ଖରାପ କୋଲେଷ୍ଟେରଲ୍ ବ୍ୟତୀତ ଏହି ୬କାରଣ ହାର୍ଟ ପାାଇଁ ବିପଦ
- J&K Encounter: ପହଲଗାମ୍ ମାଷ୍ଟରମାଇଣ୍ଡ ହାଶିମ ମୂସା ନିପାତ
- ମଝି ଆକାଶରେ ପାଇଲଟକୁ ଛୁରାମାଡ଼, ଅଳ୍ପକେ ବର୍ତ୍ତିଲେ ୧୮୦ ଯାତ୍ରୀ

Comments are closed.