ବଜେଟରେ କେଜ୍ରିୱାଲ ସରକାରଙ୍କ ବଡ଼ ଘୋଷଣା; ୧୮ ବର୍ଷ ବୟସରୁ ଉର୍ଦ୍ଧ୍ୱ ମହିଳାଙ୍କୁ ମିଳିବ ୧୦୦୦ ଟଙ୍କା
ନୂଆଦିଲ୍ଲୀ: ଦିଲ୍ଲୀର ଅରବିନ୍ଦ କେଜ୍ରିୱାଲ ସରକାର ୧୮ ବର୍ଷରୁ ଅଧିକ ବୟସର ମହିଳାଙ୍କୁ ୧୦୦୦ ଟଙ୍କା ପ୍ରଦାନ କରିବେ। ପ୍ରତି ମାସରେ ଏହି ଟଙ୍କା ପ୍ରଦାନ କରାଯିବ। ଏଥିପାଇଁ ମୁଖ୍ୟମନ୍ତ୍ରୀ ମହିଳା ସମ୍ମାନ ଯୋଜନାରେ ୨୦୦୦ କୋଟି ଟଙ୍କା ବଜେଟ୍ ବ୍ୟବସ୍ଥା କରାଯାଇଛି । ଏନେଇ ଆଜି ଦିଲ୍ଲୀ…