ନ୍ୟୁଜିଲାଣ୍ଡରେ ବଡ ଧରଣର ଭୂମିକମ୍ପ, ରିକ୍ଟର ସ୍କେଲରେ ତୀବ୍ରତା ୬.୯
ୱେଲିଂଟନ: ନ୍ୟୁଜିଲାଣ୍ଡରେ ଆଜି ବଡ ଧରଣର ଭୂମିକମ୍ପ ଅନୁଭୂତ ହୋଇଯାଇଛି । ଶନିବାର ନ୍ୟୁଜିଲାଣ୍ଡର କେର୍ମାଡେକ୍ ଦ୍ୱୀପପୁଞ୍ଜରେ ଏହି ଭୂକମ୍ପ ଝଟକା ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ଏହାର ତୀବ୍ରତା ୬.୯ ଥିବା ଜଣାଯାଇଛି ।
ୟୁନାଇଟେଡ୍ ଷ୍ଟେଟ୍ସ୍ ଜିଓଲୋଜିକାଲ ସର୍ଭେ (ୟୁଏସଜିଏସ୍)…