ଓଡ଼ିଆ ସଂସ୍କୃତିରେ ଦୀପାବଳୀ…
ଭୁବନେଶ୍ୱର: ଓଡ଼ିଶାର ସାଂସ୍କୃତିକ ପରମ୍ପରା, ପ୍ରାଚୀନ ମୂଲ୍ୟବୋଧକୁ ରିଦ୍ଧିମନ୍ତ କରେ ଏହି ଦୀପାବଳି ପର୍ବ । ଏହି ଦୀପର ଆଲୋକ ଅନ୍ଧକାରକୁ ଦୂର କରି ନୂତନ ଉନ୍ମାଦନା ସୃଷ୍ଟି କରିଥାଏ ସମାଜରେ ।
ପବିତ୍ର କାର୍ତ୍ତିକ ମାସ ଅମାବାସ୍ୟା ଦିନ ଦୀପାବଳି ପର୍ବ ପାଳିତ ହୋଇଥାଏ । ଏହି ଦିବସରେ…