Latest Odisha News

BREAKING NEWS

Browsing Tag

1 critical

କଟପାଙ୍କ ଆଖିବୁଜା ଗୁଳି ଚାଳନାର କାରଣ ଅସ୍ପଷ୍ଟ, ୫ ବିଏସଏଫ ଯବାନ ମୃତ

ଅମୃତସର: ଆଜି ପଞ୍ଜାବ ଅମୃତସର ଖାସାରେ ଅଭାବନୀୟ ଘଟଣା ଘଟିଛି । ସକାଳେ ଗୁଳିକାଣ୍ଡ ଘଟି ୫ ବିଏସଏଫ ଯବାନଙ୍କ ମୃତ୍ୟୁ ଘଟିଛି । ଏଥିରେ ଅନ୍ୟ ୬ଜଣ ଯବାନ ଆହତ ହୋଇଛନ୍ତି । ସୂଚନା ଅନୁସାରେ, ଏହି ଗୁଳିକାଣ୍ଡ କଟପା ନାମକ ଜଣେ କନଷ୍ଟେବଳ କରିଥିବା ବେଳେ ଏଥିରେ ତାଙ୍କର ବି ମୃତ୍ୟୁ ଘଟିିଛି ।…

ସ୍ୱେରେଜ କାମ ବେଳେ ଶ୍ୱାସରୁଦ୍ଧ ହୋଇ ଦୁଇ ଶ୍ରମିକଙ୍କ ମୃତ୍ୟୁ, ଜଣେ ଗୁରୁତର

କଟକ: ସିଡିଏ ସେକ୍ଟର ୧୦ରେ ସ୍ୱରେଜ୍ କାମ ବେଳେ ଅଘଟଣ । ଆଜି ତିନି ଜଣ ଶ୍ରମିକ ସ୍ୱେରେଜ କାମ କରୁଥିବା ବେଳେ ଶ୍ୱାସରୁଦ୍ଧ ହୋଇ ଦୁଇଜଣଙ୍କର ମୃତ୍ୟୁ ହୋଇଛି । ଅନ୍ୟ ଜଣେ ଶ୍ରମିକ ଗୁରୁତର ଥିବା ଜଣାପଡିଛି । ତାଙ୍କୁ କଟକ ବଡ ମେଡିକାଲରେ ଭର୍ତ୍ତିି କରାଯାଇଛି । ମିଳିଥିବା ସୂଚନା ଅନୁଯାୟୀ,…

ଟ୍ରାନ୍ସଫର୍ମରକୁ ଧକ୍କା ଦେଲା ମାଛ ବୋଝେଇ ଟ୍ରକ, ୨ ମୃତ

ବ୍ରହ୍ମପୁର: ଟ୍ରାନ୍ସଫର୍ମରରେ ପିଟି ହେଲା ମାଛ ବୋଝେଇ ଟ୍ରକ । ଦୁର୍ଘଟଣାରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଛି । ଗାଡ଼ି ଡ୍ରାଇଭର ଓ ସୁପରଭାଇଜର ଘଟଣାସ୍ଥଳରେ ପ୍ରାଣ ହରାଇଛନ୍ତି । ଗୁରୁତର ହୋଇଛନ୍ତି ହେଲପର । ଗଞ୍ଜାମ ଜିଲ୍ଲା ସୁନାପୁର ମେରାଇନ ଥାନା ଅନନ୍ତରାୟପୁରରେ ଗତକାଲି ରାତିରେ ଏହି…