Latest Odisha News

BREAKING NEWS

Browsing Tag

1 dead

ଟ୍ରେଲର ସହ ପିଟି ହେଲା ଆମ୍ବୁଲାନ୍ସ: ଜଣେ ମୃତ, ୨ ଗୁରୁତର

ବାଲେଶ୍ୱର: ମର୍ମନ୍ତୁଦ ଦୁର୍ଘଟଣା । ଟ୍ରେଲର ସହ ପିଟି ହେଲା ଆମ୍ବୁଲାନ୍ସ । ଏଥିରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨ ଜଣ ଗୁରୁତର ହୋଇଛନ୍ତି । ବାଲେଶ୍ୱର ଜିଲ୍ଲା ୧୬ନମ୍ବର ଜାତୀୟ ରାଜପଥର ଖନ୍ତାପଡ଼ା ଥାନା ଦାଣ୍ଡକାଳୀ ମନ୍ଦିର ନିକଟରେ ଆଜି ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି ।…

ଗୋଷ୍ଠୀ ସଂଘର୍ଷ ନେଲା ଜୀବନ: ମାଆ ମୃତ, ବାପା ଓ ପୁଅ ଗୁରୁତର

କଟକ: ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଗୋଷ୍ଠୀ ସଂଘର୍ଷ । ଏଥିରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଦୁଇ ଜଣ ଗୁରୁତର ହୋଇଛନ୍ତି । କଟକ ଜିଲ୍ଲା ନରସିଂହପୁର ଥାନା ଅନ୍ତର୍ଗତ କାଠଖୁଣ୍ଟ ଗାଁରେ ଗତକାଲି ବିଳମ୍ବିତ ରାତିରେ ଏହି ଗୋଷ୍ଠୀ ସଂଘର୍ଷ ହୋଇଛି । ମୃତକ ହେଲେ ଗାଁର ଶିବ ମହାଳିକଙ୍କ ପତ୍ନୀ…

ପାଟଣାଗଡ଼ ଉପକାରାଗାରରେ ୪୦ ଅନ୍ତେବାସୀଙ୍କୁ କରୋନା, ଜଣେ ମୃତ

ବଲାଙ୍ଗିର: ରାଜ୍ୟରେ କରୋନା ସଂକ୍ରମଣ ମାମଲା ବଢ଼ୁଥିବା ବେଳେ ଜେଲରେ ଭୂତାଣୁର ବିସ୍ଫୋରଣ ହୋଇଛି । ବଲାଙ୍ଗିରର ପାଟଣାଗଡ଼ ଉପକାରାଗାରରେ ୪୦ ଜଣ ଅନ୍ତେବାସୀ କୋଭିଡ୍ ସଂକ୍ରମିତ ହୋଇଥିବା ଜଣାପଡ଼ିଛି । ସଂକ୍ରମିତ ଅନ୍ତେବାସୀଙ୍କ ମଧ୍ୟରୁ ଜଣେ କଏଦୀ କରୋନାରେ ପ୍ରାଣ ହରାଇଛନ୍ତି । ମୃତକ…

ମାଲକାନଗିରିରେ ଘାଟି ତଳକୁ ଖସିଲା ଗାଡ଼ି: ଜଣେ ମୃତ ଓ ୬ରୁ ଅଧିକ ଆହତ

ମାଲକାନଗିରି: ଭାରସାମ୍ୟ ହରାଇ ଘାଟି ତଳକୁ ଖସିଲା ବସ୍ । ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୬ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି । ମାଲକାନଗିରି ଜିଲ୍ଲା ବଣ୍ଡା ଘାଟିରେ ଏହି ଦୁର୍ଘଟଣା ଘଟିଛି । ଆଜି ଏକ କମାଣ୍ଡରରେ ବଣ୍ଡା ଘାଟିରୁ ଖଇରିପୁଟ ଅଭିମୁଖେ କିଛି ଯାତ୍ରୀ ଯାଉଥିଲେ ।…