Latest Odisha News

BREAKING NEWS

Browsing Tag

1 lakh doses of Covishield

ଓଡ଼ିଶା ପହଞ୍ଚିଲା ୧ ଲକ୍ଷ ଡୋଜ କୋଭିଶିଲ୍ଡ ଟିକା

ଭୁବନେଶ୍ୱର: ଓଡ଼ିଶା ପହଞ୍ଚିଲା ୧ ଲକ୍ଷ ଡୋଜ କୋଭିଶିଲ୍ଡ ଟିକା। ଓଡିଶା ସରକାରଙ୍କ ଦ୍ବାରା କିଣାଯାଇଥିବା କୋଭିଶିଲ୍ଡ ଟିକାର ୧ ଲକ୍ଷ ଡୋଜ ଶନିବାର ଭୁବନେଶ୍ୱରରେ ପହଞ୍ଚିଛି। ଏହି କୋଭିଶିଲ୍ଡ ଟିକା ଏକ ସ୍ୱତନ୍ତ୍ର କାର୍ଗୋ ବିମାନରେ ଅପରାହ୍ନ ୨ ଟାରେ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ…

ଓଡ଼ିଶା ଆସୁଛି ୯୦ ହଜାର ଡୋଜ୍ କୋଭିସିଲ୍ଡ ଟିକା, ଯାଜପୁର ଓ କେନ୍ଦୁଝରରେ ଟିକାକରଣ ବନ୍ଦ

ଭୁବନେଶ୍ୱର: ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ (୪୫ବର୍ଷରୁ ଅଧିକ) ଟିକାକରଣ ଜାରି ରହିଛି ।  ଆଜି ରାଜ୍ୟରେ ପହଞ୍ଚିବ ୯୦ ହଜାର ଡୋଜ୍ କୋଭିସିଲ୍ଡ ଟିକା । ଟିକା ଅଭାବରୁ ଆଜି ଯାଜପୁର ଓ କେନ୍ଦୁଝରରେ ବନ୍ଦ ରହିଛି ଟିକାକରଣ । ୪୬୪ କେନ୍ଦ୍ରରେ ଆଜି ଟିକାକରଣ କରାଯାଉଛି । ଏହି ସୂଚନା ଦେଇଛନ୍ତି…

ରାଜ୍ୟକୁ ଆଜି ଆସିବ ୧ ଲକ୍ଷ ଡୋଜ୍ କୋଭିସିଲଡ୍ ଟିକା

ଭୁବନେଶ୍ୱର: ରାଜ୍ୟକୁ ଆଜି ଆସିବ ୧ ଲକ୍ଷ ଡୋଜ୍ କୋଭିସିଲଡ୍ ଟିକା ।  ଗତକାଲି ୭୬୯ଟି କେନ୍ଦ୍ରରେ ୧ ଲକ୍ଷ ୮ ହଜାର ୯୦୨ ଜଣଙ୍କୁ ଟିକା ଦିଆଯାଇଛି । ବର୍ତ୍ତମାନ ସୁଦ୍ଧା ୫୫ ଲକ୍ଷ ୫୦ ହଜାର ୩୮୦ ଡୋଜ୍ ଟିକାକରଣ ହେଲାଣି । ସଟଡାଉନ ଯୋଗୁଁ ଆଜି ଓ ଆସନ୍ତାକାଲି ବନ୍ଦ ରହିବ ଟିକାକରଣ । ଅନ୍ୟ…