Latest Odisha News

BREAKING NEWS

Browsing Tag

10 Months Baby Girl got Railway Job

ରାୟପୁର ରେଳବାଇ ବିଭାଗ ପକ୍ଷରୁ ୧୦ ମାସର ଶିଶୁକୁ ମିଳିଲା ଚାକିରି

ଦଶ ମାସର ଶିଶୁକୁ ମିଳିଲା ଚାକିରି। ସେ ପୁଣି ରେଲୱେରେ। କଥାଟା ଶୁଣି ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ ସତ। ଛତିଶଗଡରେ ରାୟପୁର ରେଳବାଇ ବିଭାଗ ପକ୍ଷରୁ ଏମିତି ନିଯୁକ୍ତି ଦିଆଯିବା ଖବର ଏବେ ସାରା ଦେଶରେ ଚର୍ଚ୍ଚାର ବିଷୟ ପାଲଟିଛି । ଶିଶୁର ପିତା ରାଜେନ୍ଦ୍ର କୁମାର ଛତିଶଗଡ଼ ଭିଲାଇ ରେଲେୱେ ପିପି…