କରୋନା ନେଲା ଆଉ ୧୦ ଜୀବନ, ରାଜ୍ୟରେ ଦୁଇ ଶହ ଟପିଲା ମୃତ୍ୟୁସଂଖ୍ୟା
ଭୁବନେଶ୍ୱର: ଦୁଇ ଶହ ପାର କରିଛି ରାଜ୍ୟରେ କରୋନା ମୃତ୍ୟୁସଂଖ୍ୟା । ୨୪ ଘଣ୍ଟାରେ ଚିକିତ୍ସାଧୀନ ଅବସ୍ଥାରେ ଆଉ ୧୦ଜଣଙ୍କର ମୃତ୍ୟୁ ହୋଇଛି । ମୃତକଙ୍କ ଭିତରେ ଗଞ୍ଜାମ ଓ ରାୟଗଡ଼ା ଜିଲ୍ଲାରୁ ୩ ଜଣ ଲେଖାଏଁ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି ।
ସେହିପରି ଗଜପତିରୁ ୨ ଏବଂ କଳାହାଣ୍ଡି ଓ ଖୋର୍ଦ୍ଧା…