ରାଉରକେଲା ଷ୍ଟିଲ ପ୍ଲାଣ୍ଟରେ ଗ୍ୟାସ ଲିକ୍, ୧୦ କର୍ମଚାରୀ ଅସୁସ୍ଥ
ରାଉରକେଲା: ରାଉରକେଲା ଷ୍ଟିଲ ପ୍ଲାଣ୍ଟରେ ଗ୍ୟାସ ଲିକ୍ । କୋଲ କେମିକାଲ ଡିପାର୍ଟମେଣ୍ଟରେ ଗ୍ୟାସ ଲିକ ହୋଇଥିବା ସୂଚନା ମିଳିଛି । ଏଥିରେ ୧୦ କର୍ମଚାରୀ ଅସୁସ୍ଥ ହୋଇଛନ୍ତି । ସେମାନଙ୍କୁ ରାଉରକେଲା ଆଇଜିଏଚରେ ଭର୍ତ୍ତି କରାଯାଇଛି । ଅସୁସ୍ଥଙ୍କ ମଧ୍ୟରୁ ୪ କର୍ମଚାରୀଙ୍କ ଅବସ୍ଥା ଗୁରୁତର…