Latest Odisha News

BREAKING NEWS

Browsing Tag

10th exam

ଆଜିଠୁ ଆରମ୍ଭ ମାଟ୍ରିକ ପରୀକ୍ଷା

ଭୁବନେଶ୍ୱର:ଆଜିଠୁ ଆରମ୍ଭ ହେଉଛି ମାଟ୍ରିକ ପରୀକ୍ଷା। ୧୦ମ ଶ୍ରେଣୀ ଛାତ୍ରଛାତ୍ରୀମାନେ ମାଟ୍ରିକ ବୋର୍ଡ ପରୀକ୍ଷା ଦେବେ। ଫେବୃଆରୀ ୨୦ ରୁ ଆରମ୍ଭ ହୋଇ ଏହି ପରୀକ୍ଷା ଆସନ୍ତା ମାର୍ଚ୍ଚ ୪ ତାରିଖ ପର୍ଯ୍ୟନ୍ତ ଚାଲିବ। ପ୍ରଥମ ଦିନରେ ଛାତ୍ରଛାତ୍ରୀମାନେ ମାତୃଭାଷା ଓଡ଼ିଆରେ ପରୀକ୍ଷା ଦେବେ…

କାଲି ମାଟ୍ରିକ ପରୀକ୍ଷା, ଆଜି ରାଜରାସ୍ତାରେ ଶିକ୍ଷକ

ଭୁବନେଶ୍ୱର:ରାତି ପାହିଲେ ମାଟ୍ରିକ୍ ପରୀକ୍ଷା । ଆରମ୍ଭ ହୋଇଯିବ ସ୍କୁଲ ଜୀବନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ପରୀକ୍ଷା। ଛାତ୍ରଛାତ୍ରୀଙ୍କ ମଧ୍ୟରେ ପ୍ରସ୍ତୁତି ଚାଲିଥିବା ବେଳେ ରାଜରାସ୍ତାରେ ମାଧ୍ୟମିକ ସ୍କୁଲ ଶିକ୍ଷକ । ଦାବି ପୂରଣ ପାଇଁ ଦୀର୍ଘ ୧୨ ଦିନ ହେଲା ଭୁବନେଶ୍ବର ଗାନ୍ଧୀ ମାର୍ଗରେ…

ଆରମ୍ଭ ହେଲା ମାଟ୍ରିକ୍ ପରୀକ୍ଷା : ୩୫୪୦କେନ୍ଦ୍ରରେ ପରୀକ୍ଷା ଦେଉଛନ୍ତି ୫୮୫୭୩୦ ଛାତ୍ରଛାତ୍ରୀ

ଭୁବନେଶ୍ବର : ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ବାରା ପରିଚାଳିତ ମାଟ୍ରିକ୍, ମଧ୍ୟମା, ରାଜ୍ୟ ମୁକ୍ତବିଦ୍ୟାଳୟ ସାର୍ଟିଫିକେଟ୍ ପରୀକ୍ଷା ଆଜିଠାରୁ ଆରମ୍ଭ ହୋଇଛି। ପରୀକ୍ଷାର୍ଥୀଙ୍କ ଭିତରେ ଉତ୍ସାହ ଅନୁଭୂତ ହୋଇଛି । ଆଜି ପରୀକ୍ଷାର ପ୍ରଥମ ଦିନ ହୋଇଥିବାରୁ ପରୀକ୍ଷା କେନ୍ଦ୍ରଗୁଡ଼ିକ…