୮ ଜିଲ୍ଲାରୁ କରୋନା ନେଲା ଆଉ ୧୨ ଜୀବନ, ଓଡ଼ିଶାରେ ମୃତ୍ୟୁସଂଖ୍ୟା ୪୮୨
ଭୁବନେଶ୍ୱର: ୨୪ ଘଣ୍ଟାରେ ରାଜ୍ୟରୁ କରୋନା ନେଇଛି ଆଉ ୧୨ ମୁଣ୍ଡ । ୮ଟି ଜିଲ୍ଲାର ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁବରଣ କରିଛନ୍ତି । ଏମାନଙ୍କ ଭିତରେ ୯ ଜଣ ପୁରୁଷ ଓ ୩ ଜଣ ମହିଳା ରହିଛନ୍ତି ।
ଗଞ୍ଜାମ ଜିଲ୍ଲାରୁ ୪ ଜଣ ପ୍ରାଣ ହରାଇଥିବା ବେଳେ ଭୁବନେଶ୍ୱର, କଟକ, ଯାଜପୁର,…