ରାଜ୍ୟର ୮ ଜିଲ୍ଲାରୁ କରୋନା ନେଲା ଆଉ ୧୪ ଜୀବନ
ଭୁବନେଶ୍ୱର: ରାଜ୍ୟରେ ବଢୁଛି କରୋନା ମୃତ୍ୟୁସଂଖ୍ୟା । ଗତ ୨୪ ଘଣ୍ଟାରେ ଆଉ ୧୪ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଛନ୍ତି ୮ଟି ଜିଲ୍ଲାର ଆକ୍ରାନ୍ତ । ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁସଂଖ୍ୟା ୧୨ ଶହ ୫୯କୁ ବୃଦ୍ଧି ପାଇଛି । ମୃତ୍ୟୁହାର ରହିଛି ୦.୪୪…