Latest Odisha News

BREAKING NEWS

Browsing Tag

144 imposed

ପୁରୀ ଚନ୍ଦନ ଯାତ୍ରାରେ ଜାରି ହେବ ୧୪୪ ଧାରା

ପୁରୀ: ଆସନ୍ତା ୧୫ ତାରିଖରେ ପବିତ୍ର ଅକ୍ଷୟ ତୃତୀୟା। ଏହି ଦିନରୁ ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ ରଥନିର୍ମାଣ ଅନୁକୂଳ ସହ ୨୧ଦିନ ବ୍ୟାପୀ ବାହାର ଚନ୍ଦନ ଯାତ୍ରା ଆରମ୍ଭ ହେବ। ଏହାକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏସଓପି ପ୍ରସ୍ତୁତ ହୋଇଛି। ତଦନୁଯାୟୀ,…

କାର୍ତ୍ତିକ ପୂର୍ଣ୍ଣିମା ପାଇଁ ଜଗତସିଂହପୁରର ୧୫ ଟି ମନ୍ଦିରରେ ଲାଗୁ ହେଲା ୧୪୪ ଧାରା

ଜଗତସିଂପୁର: କୋଭିଡ୧୯ ମହାମାରୀକୁ ଦୃଷ୍ଟିରେ ରଖି କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ଜନସମାଗମ କୁ ଏଡ଼ାଇବା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାର ୧୫ ଟି ମନ୍ଦିରରେ ୧୪୪ ଧାରା ଜାରି କରାଯାଇଛି। ଜିଲ୍ଲାପାଳ ସରୋଜ କୁମାର ମିଶ୍ର ଦେଇଥିବା ସୂଚନା ଅନୁଯାୟୀ, ଜିଲ୍ଲାରେ ୩୦ ନଭେମ୍ବର…

ଆଜି ମଧ୍ୟରାତ୍ରିରୁ ସାକ୍ଷୀଗୋପାଳ ମନ୍ଦିର ପରିସରରେ ଲାଗୁ ହେବ ୧୪୪ ଧାରା

ପିପିଲି (ପୁରୀ): ଆସନ୍ତାକାଲି ପବିତ୍ର ଅଁଳା ନବମୀ । ଏହି ଦିନ ପୁରୀ ଜିଲ୍ଲା ସାକ୍ଷୀଗୋପାଳ ମନ୍ଦିରରେ ଶ୍ରୀରାଧାପଦ ଦର୍ଶନ କରାଯାଏ । ଏବର୍ଷ କରୋନା କଟକଣା ଯୋଗୁ ଦର୍ଶନରୁ ବଞ୍ଚିତ ହେବେ ଭକ୍ତ । ତାପୂର୍ବରୁ ଆଜି ସାକ୍ଷୀଗୋପାଳ ମନ୍ଦିରରେ ଲାଗୁ ହେବ ୧୪୪ ଧାରା । ଅଁଳା ନବମୀରେ ଭକ୍ତ ଆସିବା…

ପେଣ୍ଠ ସମୁଦ୍ରକୂଳରେ ୧୪୪ ଧାରା ଲାଗୁ, ପାଣିକୁ ଓହ୍ଲାଇଲେ ଜରିମାନା

କେନ୍ଦ୍ରାପଡ଼ା: ରାଜନଗର ଅନ୍ତର୍ଗତ ପେଣ୍ଠ ସମୁଦ୍ରରେ ୧୪୪ ଧାରା ଜାରି କରିଛି ଜିଲ୍ଲା ପ୍ରଶାସନ । ଏଣିକି ସମୁଦ୍ର ପାଣିକୁ ଓହ୍ଲାଇଲେ ଗଣିବା ଜରିମାନା । ନାଲି ପତାକା ଲଗାଇ ଲୋକଙ୍କୁ ଅବଗତ କରାଇବା ସହିତ ଆଜିଠାରୁ ୧୪୪ ଧାରା ଲାଗୁ କରିଛି କେନ୍ଦ୍ରାପଡ଼ା ଜିଲ୍ଲା ପ୍ରଶାସନ । କିଛି ଦିନ…

କରୋନା ସଂକ୍ରମଣ ଭୟ: ସମ୍ବଲପୁରର ଏହି ସବୁ ଅଂଚଳରେ ୧୪୪ ଧାରା ଲାଗୁ

ସମ୍ବଲପୁର: ସହରରେ ଦିନକୁ ଦିନ କରୋନା ରୋଗୀଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ୪ଟି ସ୍ଥାନରେ ଆଜିଠାରୁ ୧୪୪ ଧାରା ଲାଗୁ ହୋଇଛି । ସାକ୍ଷୀପଡାର ମୁଣ୍ଡାପଡା, ବଡବଜାର ସହ କେଉଟପଡାର କୃଷ୍ଣପଡା ଓ ହୀରାକୁଦର ଖ୍ରୀଷ୍ଟିଆନ ପଡାରେ ଉପଜିଲ୍ଲାପାଳଙ୍କ କୋର୍ଟ ଏହି ୧୪୪ ଧାରା ଲାଗୁ କରିଛନ୍ତି । ଏହି…

ବୁର୍ଲାର ବିଭିନ୍ନ ଅଂଚଳରେ ୧୪୪ ଧାରା ଜାରି

ବୁର୍ଲା: ବୁର୍ଲାରେ ଜାରି ହେଲା ୧୪୪ ଧାରା । କରୋନାର ଲୋକାଲ କେସ୍ ଜଣାପଡିବା ପରେ ବୁର୍ଲାର ବିଭିନ୍ନ ସ୍ଥାନରେ ପ୍ରଶାସନ ପକ୍ଷରୁ ୧୪୪ ଧାରା ଲାଗୁ କରାଯାଇଛି । ବୁର୍ଲାର ଆର୍ କଲୋନୀ, ଚିପିଲିମା, ପିସି ବ୍ରିଜରୁ ଫାଣ୍ଡି ଛକ, କିର୍ବା, ପାଣି ଟାଙ୍କି ପଡା, ବସନ୍ତ ବିହାର ଏସବୁ ଅଂଚଳରେ ୧୪୪…