ଜୁଆ ଅଡ୍ଡା ଉପରେ ଚଢ଼ାଉ, ୧୫ ଜୁଆଡି ଗିରଫ
ପୁରୀ: ଧରାପଡିଲେ ୧୫ ଜୁଆଡି । ବେଆଇନ ଭାବେ ଜୁଆ ଖେଳିବା ଅଭିଯୋଗରେ ପୁରୀ ପୋଲିସ ବିଭିନ୍ନ ସ୍ଥାନରେ ଚଢ଼ାଉ କରି ୧୫ ଜୁଆଡିଙ୍କୁ ଗିରଫ କରିଛି ।
ପାଟଣା ଗ୍ରାମରେ ଜୁଆ ଖେଳ ଚାଲିଥିବା ଖବର ପାଇ ସଦର ଥାନା ପୋଲିସ ସେଠାରେ ଚଢ଼ାଉ କରି ସେଠାରୁ ୧୦ ଜଣଙ୍କୁ ଗିରଫ କରିଛି । ସେମାନଙ୍କ ନିକଟରୁ…