୨୪ ଘଣ୍ଟାରେ ରାଜ୍ୟରେ କରୋନା ନେଲା ସର୍ବାଧିକ ୧୫ ଜଣଙ୍କ ଜୀବନ
ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ ବିଗିଡିବାରେ ଲାଗିଛି କରୋନା ସ୍ଥିତି । ୨୪ ଘଣ୍ଟା ମଧ୍ୟରେ ୧୫ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୭୩୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ…