ଆଜି ରାଜ୍ୟର ୯ ଜିଲ୍ଲାରେ ନୂଆ ସଂକ୍ରମିତ ଶୂନ, ଚିହ୍ନଟ ହେଲେ ୧୫୪ ପଜିଟିଭ୍
ଭୁବନେଶ୍ୱର: ରାଜ୍ୟରେ ଏବେ ଦୁଇ ଶହ ଭିତରେ ରହୁଛି ଦୈନିକ କରୋନା ସଂକ୍ରମିତଙ୍କ ସଂଖ୍ୟା । ନିୟନ୍ତ୍ରଣକୁ ଆସିଛି ମହାମାରୀ । ଗତ ୨୪ ଘଣ୍ଟାରେ ସାରା ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ଆଉ ୧୫୪ ଆକ୍ରାନ୍ତ । କ୍ୱାରେଣ୍ଟାଇନରୁ ୮୯ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୬୫ଟି । ୨୧ ଜିଲ୍ଲାରୁ ନୂଆ…