ଦେଶରୁ ୨୪ ଘଣ୍ଟାରେ ୧୮, ୬୪୫ କରୋନା ପଜିଟିଭ୍, ୨୦୧ ମୃତ
ନୂଆଦିଲ୍ଲୀ: ଦେଶରେ କୋଟିଏରୁ ଅଧିକ କରୋନା ସଂକ୍ରମିତ ହୋଇଛନ୍ତି । ସୁସ୍ଥସଂଖ୍ୟା ବି କୋଟିଏ ପାର କରିଛି । ଗତ ୨୪ ଘଣ୍ଟାରେ ସାରା ଦେଶରୁ ୧୮ହଜାର ୬୪୫ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହି ସମୟରେ ସୁସ୍ଥ ହୋଇଛନ୍ତି ୧୯ ହଜାର ୨୯୯ ଆକ୍ରାନ୍ତ ।
ଦେଶରେ କରୋନା ଆକ୍ରାନ୍ତଙ୍କ ମୋଟ୍ ସଂଖ୍ୟା…