ନୀଳମାଧବ ପୀଠ ବିକାଶ ପ୍ରକଳ୍ପ ପାଇଁ ୧୦୦ କୋଟି ଟଙ୍କା
ଭୁବନେଶ୍ୱର : କଣ୍ଟିଲୋ ନୀଳମାଧବ ପୀଠର ପାରିପାର୍ଶ୍ୱିକ ବିକାଶ ପାଇଁ ପ୍ରସ୍ତୁତ ମାଷ୍ଟର ପ୍ଲାନ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁମୋଦନ ଲାଭ କରିଛି । ଏଥିନିମନ୍ତେ ୧୦୦ କୋଟି ଟଙ୍କା ଖର୍ଚ୍ଚ ହେବ ଏବଂ ୧୮ ମାସ ମଧ୍ୟରେ କାମ ଶେଷ ହେବ । ସମ୍ୱନ୍ୱିତ ଐତିହ୍ୟ ଓ କୀର୍ତ୍ତିରାଜି…