କାଲି ରାଜ୍ୟରେ ଅଢ଼େଇ ଲକ୍ଷ ଟପିବ କରୋନା କେସ୍, ୨୪ ଘଣ୍ଟାରେ ୨୮୫୪ ପଜିଟିଭ୍
ଭୁବନେଶ୍ୱର: ଆସନ୍ତାକାଲି ରାଜ୍ୟରେ ଅଢ଼େଇ ଲକ୍ଷ ଛୁଇଁବ କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟାରେ ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୨ ହଜାର ୮୫୪ ନୂଆ ସଂକ୍ରମିତ । କ୍ୱାରେଣ୍ଟାଇନରୁ ୧୬ ଶହ ୫୯ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୧୧ ଶହ ୯୫ ।
ବହୁ ଦିନ ପରେ ଖୋର୍ଦ୍ଧା ଜିଲ୍ଲାରେ…