Latest Odisha News
Browsing Tag

+2 admission

ଯୁକ୍ତ୨ ନାମଲେଖା ପାଇଁ ପୁଣିଥରେ ସୁଯୋଗ: ଆସନ୍ତାକାଲିଠୁ ଆବେଦନ

ଭୁବନେଶ୍ଵର: ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ତଥା ଯୁକ୍ତ୨ କଲେଜରେ ଖାଲି ପଡ଼ିଥିବା ସିଟ୍‌ ପୂରଣ ପାଇଁ ଅଗଷ୍ଟ ୧୬ରୁ ପୁଣିଥରେ ଅନ୍‌ଲାଇନ୍‌ ନାମଲେଖା ପ୍ରକ୍ରିୟା ଆରମ୍ଭ ହେବାକୁ ଯାଉଛି । +୨ ପ୍ରଥମ ପର୍ଯ୍ୟାୟ ନାମଲେଖା ପରେ ରାଜ୍ୟରେ ମୋଟ ୧ ଲକ୍ଷ ୩୪ ହଜାର ୧୬୬ ସିଟ ବଳକା ରହିଛି ।…

ଆଜିଠୁ ଯୁକ୍ତଦୁଇ ପ୍ରଥମ ପର୍ଯ୍ୟାୟ ନାମଲେଖା

ଭୁବନେଶ୍ୱର : ଆଜିଠୁ ଯୁକ୍ତଦୁଇ ପ୍ରଥମ ପର୍ଯ୍ୟାୟ ନାମଲେଖା । ସକାଳ ୯ରୁ ୫ଟା ଯାଏ ନାମଲେଖା ଚାଲିବ। ୧୩ ତାରିଖ ଯାଏ ନାମ ଲେଖାଇବେ ଯୋଗ୍ୟ ବିବେଚିତ ଛାତ୍ରଛାତ୍ରୀ । ଗତକାଲି ପ୍ରଥମ ପର୍ଯ୍ୟାୟ ମେଧାତାଲିକାରେ ସିଟ ଆବଣ୍ଟନ ହୋଇଥିବା ଛାତ୍ରଛାତ୍ରୀ ଆଡମିଶନ କରିବେ । ଚଳିତବର୍ଷ ୪ ଲକ୍ଷ ୭୨…

ଏକାଦଶ ଶ୍ରେଣୀରେ ନାମଲେଖା ପାଇଁ ଆବେଦନ ଅବଧି ୨୬ ତାରିଖ ଯାଏ ବୃଦ୍ଧି

ଭୁବନେଶ୍ୱର: ଏକାଦଶ ଶ୍ରେଣୀ ପାଇଁ ସାମ୍ସ (SAMS) ପୋର୍ଟାଲ ଜରିଆରେ ଆବେଦନ ତାରିଖକୁ ବୃଦ୍ଧି କରାଯାଇଛି । ଜୁନ୍ ୨୦ ତାରିଖ ପରିବର୍ତ୍ତେ ଜୁନ୍ ୨୬ ତାରିଖ ପର୍ଯ୍ୟନ୍ତ ଅନଲାଇନ୍ ଆବେଦନ ଅବଧି ବୃଦ୍ଧି କରାଯାଇଥିବା ସୂଚନା ଦେଇଛି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ । ପ୍ରଥମ ମେଧା ତାଲିକା…

ଆଜିଠୁ ଆରମ୍ଭ +୨ ନାମଲେଖା ଆବେଦନ

ଭୁବନେଶ୍ୱର : ଆଜିଠୁ ଆରମ୍ଭ ହେବ +୨ କଳା, ବିଜ୍ଞାନ, ବାଣିଜ୍ୟ, ଧନ୍ଦାମୂଳକ ଶିକ୍ଷାର ପ୍ରଥମବର୍ଷ ନାମଲେଖା ଆବେଦନ ପ୍ରକ୍ରିୟା । ସାମ୍ସ ପୋର୍ଟାଲ ଜରିଆରେ ଛାତ୍ରଛାତ୍ରୀ କରିପାରିବେ ଆବେଦନ । ଛାତ୍ରଛାତ୍ରୀମାନେ ଅନଲାଇନ୍ ମାଧ୍ୟମରେ ଆସନ୍ତା ଜୁନ୍ ୨୦ ତାରିଖ ରାତି ୧୧ଟା ୪୫ ଧାର୍ଯ୍ୟ ସମୟ…

ଯୁକ୍ତ ୨ ପ୍ରଥମ ବର୍ଷ ପାଇଁ ଆଜିଠୁ ନାମଲେଖା ପ୍ରକ୍ରିୟା ଆରମ୍ଭ। ଅଗଷ୍ଟ ୧୦ ତାରିଖ ପର୍ଯ୍ୟନ୍ତ ଆବେଦନ

 ଭୁବନେଶ୍ୱର :  ଯୁକ୍ତ ୨ ପ୍ରଥମ ବର୍ଷ ପାଇଁ ଆଜିଠୁ ନାମଲେଖା ପ୍ରକ୍ରିୟା ଆରମ୍ଭ ହେବ। ସାମ୍ସ ଓଡ଼ିଶା ପୋର୍ଟାଲରେ ଛାତ୍ରଛାତ୍ରୀମାନେ ଆଜିଠୁ ଆବେଦନ କରିପାରିବେ । ଆଜି ଦିନ ୧୧ଟା ରେ www.samsodisha.gov.in ରେ କମନ ଆପ୍ଲିକେସନ ଫର୍ମ ଉପଲବ୍ଧ ହେବ।  ଅଗଷ୍ଟ ୧୦ ତାରିଖ ପର୍ଯ୍ୟନ୍ତ…

ଯୁକ୍ତ ୨ ନାମଲେଖା ପାଇଁ ୧୮ ତାରିଖରୁ ଅନଲାଇନ୍ ଆବେଦନ

ଭୁବନେଶ୍ୱର: ୨୦୨୧-୨୨ ଶିକ୍ଷା ବର୍ଷ ପାଇଁ ଯୁକ୍ତ ୨ ନାମଲେଖା ଆରମ୍ଭ ହେବ । ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ଜୁଲାଇ ୧୮ ତାରିଖ ଦିନ ୧୧ଟାରୁ ସାମ୍ସ ୱେବସାଇଟ୍ www.samsodisha.gov.in ରେ ଆବେଦନ କରିପାରିବେ ଛାତ୍ରଛାତ୍ରୀ । ୨୭ ତାରିଖ…

+୨ ପ୍ରଥମ ବର୍ଷରେ ସିଟ୍ ସମସ୍ୟା ହେବନି, ଆବଶ୍ୟକ ହେଲେ ବଢ଼ିବ ସିଟ୍

ଭୁବନେଶ୍ୱର: କରୋନା ଯୋଗୁ ଚଳିତବର୍ଷ ରାଜ୍ୟରେ ମାଟ୍ରିକ ପରୀକ୍ଷା ହୋଇନି । ବିକଳ୍ପ ମୂଲ୍ୟାୟନ ଆଧାରରେ ରେଜଲ୍ଟ ପ୍ରକାଶ ପାଇଛି । ୯୭ ପ୍ରତିଶତରୁ ଅଧିକ ପାସ୍ ହାର ଥିବା ବେଳେ ଯୁକ୍ତ ଦୁଇ ପ୍ରଥମ ବର୍ଷ ଆଡମିସନରେ ସମସ୍ୟା ଆଶଙ୍କା କରାଯାଉଛି । ଏଭଳି ସ୍ଥିତିରେ ଗଣଶିକ୍ଷା ମନ୍ତ୍ରୀ…

ଆଜିଠୁ +୨ ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ଆବେଦନ

ଭୁବନେଶ୍ୱର: ଯୁକ୍ତ ଦୁଇରେ ପ୍ରଥମ ପର୍ଯ୍ୟାୟ ନାମଲେଖା ପରେ ବାକି ଥିବା ସିଟ ପାଇଁ ଆଜିଠୁ ଆରମ୍ଭ ହେଉଛି ଆବେଦନ । ଆଜିଠୁ ଇଚ୍ଛୁକ ଛାତ୍ରଛାତ୍ରୀ ୧୯ ତାରିଖ ଭିତରେ ଆବେଦନ କରିପାରିବେ । ୨୩ ତାରିଖ ପ୍ରକାଶ ପାଇବ ମେରିଟ୍ ଲିଷ୍ଟ । ମେଧା ତାଲିକାରେ ସ୍ଥାନ ପାଇଥିବା ଛାତ୍ରଛାତ୍ରୀ ନଭେମ୍ବର…

+୨ ନାମଲେଖା ସମୟସୀମା ଆଉ ୨ଦିନ ବଢିଲା

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ କଲେଜ ଏବଂ ଉଚ୍ଚ ମାଧ୍ୟମିକ ସ୍କୁଲରେ ଯୁକ୍ତ ୨ ନାମଲେଖା ଚାଲୁ ରହିଥିବା ବେଳେ ଏହାର ନାମଲେଖା ଅବଧୀକୁ ବୃଦ୍ଧି କରିଛିି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ । ଏହି ନାମ ଲେଖାକୁ ସମୟକୁ ଅତିରିକ୍ତ ୨ଦିନକୁ ବୃଦ୍ଧି କରାଯାଇଥିବା ନେଇ ବିଦ୍ୟାଳୟ ଏବଂ ଗଣଶିକ୍ଷା…

ଆଜିଠୁ +୨ ନାମଲେଖା ଆରମ୍ଭ

ଭୁବନେଶ୍ୱର : ରାଜ୍ୟରେ ୨୦୧୯-୨୦ ଶିକ୍ଷାବର୍ଷ ଲାଗି ଯୁକ୍ତ ୨ ପାଠ୍ୟକ୍ରମରେ ପ୍ରଥମ ପର୍ଯ୍ୟାୟ ନାମଲେଖା ପ୍ରକ୍ରିୟା ବୁଧବାର ଦିନ ଠାରୁ ଆରମ୍ଭ ହୋଇଛି । ଏହି ଆଡମିଶନ୍ ପ୍ରକ୍ରିୟା ଜୁଲାଇ ୬ ତାରିଖ ଯାଏଁ ଜାରି ରହିବ । ଚଳିତ ଥର ପ୍ରଥମ ବର୍ଷ ଲାଗି ୩,୭୫,୯୫୮ ଜଣ ଛାତ୍ରଛାତ୍ରୀ ଆବେଦନ…