ବାତିଲ ହେଲା ଦ୍ବାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା
ଭୁବନେଶ୍ବର: ମହାମାରୀ ପରିସ୍ଥିତିକୁ ଦୃଷ୍ଟିରେ ରଖି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (CHSE) ଦ୍ୱାରା ପରିଚାଳିତ ଚଳିତ ବର୍ଷର ଯୁକ୍ତ ୨ ବୋର୍ଡ ପରୀକ୍ଷା ବାତିଲ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଦିନ ନିର୍ଦ୍ଦେଶ ଦେଇଛନ୍ତି।
ପରୀକ୍ଷା ଅପେକ୍ଷା ଛାତ୍ରଛାତ୍ରୀଙ୍କ ଜୀବନ…