Latest Odisha News
Browsing Tag

2 DAY SHUTDOWN

ସୋମବାରଠାରୁ ଦୁଇ ଦିନିଆ ସଟଡାଉନ

ନୟାଗଡ଼: କୋଭିଡ-୧୯ ପ୍ରସାରକୁ ଅଟକାଇବା ପାଇଁ ଜିଲ୍ଲା ପ୍ରଶାସନ ସୋମବାର ଠାରୁ ନୟାଗଡ଼ ସହରରେ ଦୁଇ ଦିନିଆ ବନ୍ଦ ଘୋଷଣା କରିଛି। ଏହି ସମୟ ମଧ୍ୟରେ ଟାଉନ୍ ସଂପୂର୍ଣ୍ଣ ସାନିଟାଇଜ କରାଯିବ ବୋଲି ସୂଚନା ମିଳିଛି ।

ବଢୁଛି ସଂକ୍ରମଣ: ନବରଙ୍ଗପୁର ୨ ଦିନ ପାଇଁ ବନ୍ଦ ଘୋଷଣା

ନବରଙ୍ଗପୁର: ଅନ୍ୟ ଜିଲ୍ଲା ଗୁଡିକ ପରି ନବରଙ୍ଗପୁରରେ ମଧ୍ୟ ବଢୁଛି ସଂକ୍ରମଣ । ସଂକ୍ରମଣର ବିସ୍ତାରରେ ରୋକ ଲଗାଇବା ପାଇଁ ଆଗାମୀ ୨ ଦିନ ପାଇଁ ନବରଙ୍ଗପୁରରେ ସଟଡାଉନ୍ ଘୋଷଣା କରାଯାଇଛି । ଜିଲ୍ଲାରେ ୨ ଦିନିଆ ସଟଡାଉନ ଘୋଷଣା କରିଛନ୍ତି ଜିଲ୍ଲାପାଳ। ଏହି କଟକଣା ଆସନ୍ତା ୨୫ ଓ ୨୬ ତାରିଖରେ…

୨ ଦିନ ପାଇଁ ସଟଡାଉନ ଘୋଷଣା ହେଲା କଳାହାଣ୍ଡିର ଏହି ସହର

କଳାହାଣ୍ଡି: କଳାହାଣ୍ଡି ଜିଲ୍ଲାରେ ବଢୁଛି ସଂକ୍ରମଣ । ସଂକ୍ରମଣର ବିସ୍ତାରରେ ସାମାନ୍ୟ ଅଙ୍କୁଶ ଲଗାଇବା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ କେସିଙ୍ଗା ସହରରେ ଦୁଇ ଦିନିଆ ସଟ ଡାଉନ ଘୋଷଣା କରାଯାଇଛି । ସୂଚନା ଅନୁସାରେ, କଳାହାଣ୍ଡି ଜିଲ୍ଲା ପ୍ରଶାସନ ପକ୍ଷରୁ ସୋମବାର ଓ ମଙ୍ଗଳବାର ଦୁଇଦିନ…

ବଢୁଛି ସଂକ୍ରମଣ: ଦୁଇଦିନ ପାଇଁ ସଟଡାଉନ ଘୋଷଣା ହେଲା ଅନୁଗୁଳ ଜିଲ୍ଲା

ଅନୁଗୁଳ: ଅନ୍ୟ ଜିଲ୍ଲା ଭଳି ଅନୁଗୁଳରେ ମଧ୍ୟ ଧୀରେଧିରେ ବଢୁଛି ସଂକ୍ରମଣ । ଏହାକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନ ପକ୍ଷରୁ ଅଗଷ୍ଟ ୧ ଓ ୨ ତାରିଖ ଦୁଇ ଦିନିଆ ସଟଡାଉନ ଘୋଷଣା ଜରାଯାଇଛି। ଜିଲ୍ଲାପାଳ ମନୋଜ କୁମାର ମହାନ୍ତି ଦେଇଥିବା ସୁଚନା ଅନୁଯାୟୀ, ସମସ୍ତ ସାପ୍ତାହିକ ବଜାର ଏବଂ…

କାଲିଠୁ ନବରଙ୍ଗପୁର ସଟ୍‌ଡାଉନ୍‌

ନବରଙ୍ଗପୁର: ଆସନ୍ତାକାଲିଠୁ ୨ ଦିନ ପାଇଁ ନବରଙ୍ଗପୁରକୁ ସଟଉଡାଉନ୍ ଘୋଷଣା ହୋଇଛି । କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବାରୁ ଜିଲ୍ଲାପାଳ ଏପରି ପଦକ୍ଷେପ ନେଇଛନ୍ତି । କାଲି ସକାଳ ୫ଟାରୁ ୨୨ ତାରିଖ ଯାଏଁ ଏହି ସଟଡାଉନ୍ ଘୋଷଣା ହୋଇଛି । ମଙ୍ଗଳବାର ଓ ବୁଧବାର ଜିଲ୍ଲାକୁ ସଟ୍‌ଡାଉନ୍ ଘୋଷଣା…

୨ ଦିନ ସମ୍ବଲପୁର ସଟଡାଉନ୍‌

ସମ୍ବଲପୁର: ଦୁଇ ଦିନ ପାଇଁ ସମ୍ବଲପୁର ଜିଲ୍ଲା ସଟ୍‌ଡାଉନ । କରୋନା ସଂକ୍ରମଣ ଯୋଗୁଁ ସମ୍ବଲପୁର ଜିଲ୍ଲାକୁ ୨ ଦିନିଆ ସଟ୍‌ଡାଉନ୍ ଘୋଷଣା କରିଛନ୍ତି ଜିଲ୍ଲାପାଳ । ଆସନ୍ତା ୧୧ ଓ ୧୨ ତାରିଖ ୨ ଦିନ ପୁରା ସଟ୍‌ଡାଉନ୍ ହେବ । ଏହି ସମୟରେ ଜରୁରୀକାଳିନ ସେବା ଅବ୍ୟାହାତ ରହିବ। ଏନେଇ ଜିଲ୍ଲା…