Latest Odisha News
Browsing Tag

+2 result

+୨ ବିଜ୍ଞାନ ଓ ବାଣିଜ୍ୟରେ କିସ୍‍ର ଶତ ପ୍ରତିଶତ ସଫଳତା

ଭୁବନେଶ୍ୱର: ଚଳିତ ବର୍ଷ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ +୨ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ ବୁଧବାର ପ୍ରକାଶ ପାଇଛି । ଏଥିରେ କିସ୍‍ର ଛାତ୍ରଛାତ୍ରୀମାନେ ଶତ ପ୍ରତିଶତ ସଫଳତା ହାସଲ କରିଛନ୍ତି । ରାଜ୍ୟର ବିଜ୍ଞାନରେ ପାସ ହାର ୮୪.୯୩ ପ୍ରତିଶତ ଓ ବାଣିଜ୍ୟରେ ୮୧.୧୨…

ଆଜି ଘୋଷଣା ହେବ ଯୁକ୍ତ ଦୁଇ ରେଜଲ୍ଟ ତାରିଖ

ଭୁବନେଶ୍ୱର : ଆଜି ଘୋଷଣା ହେବ ଯୁକ୍ତ ଦୁଇ ପରୀକ୍ଷା ଫଳ ତାରିଖ । ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପରୀକ୍ଷା ନିୟାନ୍ତ୍ରକ ସୂଚନା ଦେଇଛନ୍ତି । ପ୍ରଥମେ ବିଜ୍ଞାନ ଓ ତା’ ପରେ  ବାଣିଜ୍ୟ ପରୀକ୍ଷା ଫଳ ତାରିଖ ଘୋଷଣା ହେବ । ଶେଷରେ କଳା ଓ ଧନ୍ଦାମୂଳକ ପରୀକ୍ଷା ଫଳ ପ୍ରକାଶିତ ହେବ ବୋଲି…

[ଦେଖନ୍ତୁ ଭିଡିଓ] ଆସନ୍ତାକାଲି ପ୍ରକାଶ ପାଇବ +୨ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ

ଭୁବନେଶ୍ବର: ଆସନ୍ତାକାଲି ପ୍ରକାଶ ପାଇବ ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ । ଅପରାହ୍ଣ ୪ଟା ବେଳେ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ କାର୍ଯ୍ୟାଳୟରେ ଫଳାଫଳ ପ୍ରକାଶ ପାଇବ ବୋଲି ଜଣାପଡ଼ିଛି । ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ଫଳାଫଳ କାଲି ପ୍ରକାଶ ପାଇବା ସହ କଳାର ଫଳାଫଳ ସପ୍ତାହକ…

ମାଟ୍ରିକ ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ସୂଚନା, ଜାଣନ୍ତୁ କେବେ ପ୍ରକାଶ ପାଇବ ରେଜଲ୍ଟ…

ଭୁବନେଶ୍ୱର: ଆସନ୍ତା ୬ ତାରିଖରେ ପ୍ରକାଶ ପାଇବ ମାଟ୍ରିକ ପରୀକ୍ଷା ଫଳ । ଏନେଇ ଆଜି ବିଦ୍ୟାଳୟ ଓ ଗଣ ଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି । ୬ ତାରିଖ ଦିନ ଗୋଟାଏ ବେଳେ ଦଶମ ଶ୍ରେଣୀ ରେଜଲ୍ଟ ପ୍ରକାଶ ପାଇବ । ଚଳିତବର୍ଷ ଏପ୍ରିଲ୍ ୨୯ରୁ ମାଟ୍ରିକ୍ ପରୀକ୍ଷା ଆରମ୍ଭ ହୋଇ…

ପ୍ରକାଶ ପାଇଲା +୨ କଳା ରେଜଲ୍ଟ, ପାସ୍ ହାର ୬୭.୫୬%

ଭୁବନେଶ୍ୱର: ପ୍ରକାଶ ପାଇଛି +୨ କଳା ପରୀକ୍ଷା ରେଜଲ୍ଟ । ଯୁକ୍ତ ୨ କଳାରେ ପାସ୍ ହାର ୬୭.୫୬ ପ୍ରତିଶତ ରହିଛି । ପାସ୍‌ ହାରରେ ପୁଅଙ୍କୁ ପଛରେ ପକାଇଛନ୍ତି ଝିଅ। ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷାମନ୍ତ୍ରୀ ସମୀର ଦାସ ସୂଚନା ଦେଇଛନ୍ତି । ସିଏଚଏସଇ କାର୍ଯ୍ୟାଳୟରେ ଅପରାହ୍ନ ୪ଟାରେ ମନ୍ତ୍ରୀ…

ପ୍ରକାଶ ପାଇଲା +୨ କଳା ଓ ବାଣିଜ୍ୟ ରେଜଲ୍ଟ,ପାସ୍ ହାର କମିଲା

ଭୁବନେଶ୍ୱର : ଯୁକ୍ତ ୨ କଳା, ବାଣିଜ୍ୟ ଓ ଧନ୍ଦାମୂଳକ ଶିକ୍ଷାର ଫଳାଫଳ ଶୁକ୍ରବାର ଦିନ ପ୍ରକାଶ ପାଇବ ବୋଲି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚଏସଇ) ପକ୍ଷରୁ ସୂଚନା ମିଳିଛି । ମିଳିଥିବା ସୂଚନାନୁଯାୟୀ ଭୁବନେଶ୍ୱର ସ୍ଥିତ ଗୀତଗୋବିନ୍ଦ ଭବନରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର…