Latest Odisha News
Browsing Tag

2 Women Killed

ମର୍ଣ୍ଣିଂ ଓ୍ୱାକ୍ ବେଳେ ମାଡ଼ିଗଲା ଅଜଣା ଗାଡ଼ି, ୨ ମହିଳାଙ୍କ ମୃତ୍ୟୁ

ଖୋର୍ଦ୍ଧା: ମର୍ଣ୍ଣିଂ ଓ୍ୱାକରେ ଯିବା ବେଳେ ମହିଳାଙ୍କ ଉପରେ ମାଡ଼ିଗଲା ଅଜଣା ଗାଡ଼ି । ଦୁର୍ଘଟଣାରେ ୨ ଜଣଙ୍କର ମୃତ୍ୟୁ ହୋଇଛି । ଖୋର୍ଦ୍ଧା-ବଲାଙ୍ଗିର ୫୭ ନମ୍ବର ଜାତୀୟ ରାଜପଥର କପାସିଆ ଛକ ନିକଟରେ ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଭୋର ୫ଟା ବେଳେ ଏହି ଦୁର୍ଘଟଣା ଘଟିଥିବା…