ଅମ୍ଳଜାନ ଅଭାବ ହେତୁ ୨୦ କୋଭିଡ୍ ରୋଗୀଙ୍କ ମୃତ୍ୟୁ
ନୂଆଦିଲ୍ଲୀ: ସୂଚନା ଅନୁଯାୟୀ ଅମ୍ଳଜାନ ଅଭାବ ହେତୁ ଦିଲ୍ଲୀସ୍ଥିତ ଜୟପୁର ଗୋଲଡେନ ହସ୍ପିଟାଲରେ ୨୦ ଗୁରୁତର କୋଭିଡ-୧୯ ରୋଗୀଙ୍କ ମୃତ୍ୟୁ ଘଟିଛି।
ହସ୍ପିଟାଲର ଏମଡି ଡି କେ ବାଲୁଜା ମଧ୍ୟ ଏହା ସ୍ପଷ୍ଟ କରିଛନ୍ତି। ଅମ୍ଳଜାନ ଯୋଗାଣ ପାଇଁ ଡାକ୍ତରଖାନା ଦିଲ୍ଲୀ ସରକାରଙ୍କୁ ଏକ SOS ପଠାଇଥିଲା।…