ଜୁଆ ଆଡ୍ଡାରେ ରେଡ୍: ୭ଲକ୍ଷ ୮୩ ହଜାର ଟଙ୍କା ଜବତ, ୨୦ ଜଣ ଅଟକ
କୋରାପୁଟ: ଜୁଆ ଆଡ୍ଡାରେ ପୋଲିସର ଅଚାନକ ରେଡ୍ । ବିଡ଼ା ବିଡ଼ା ନୋଟ୍ ଜବତ । ମୋଟ୍ ୭ଲକ୍ଷ ୮୩ହଜାର ୪୪୦ ଟଙ୍କା ଜବତ ହୋଇଛି । କୋରାପୁଟ ଜିଲ୍ଲା ବୋରିଗୁମ୍ମା ଥାନା ଖଟୁଲୁଗୁଡା ନିକଟ ନୀଳଗିରି ବଣରେ ଚାଲିଥିଲା ଜୁଆ ଆଡ୍ଡା । ଖବର ପାଇଁ ପହଞ୍ଚିଥିଲା ପୋଲିସ । ଘଟଣାସ୍ଥଳରୁ ସମସ୍ତେ ଛତ୍ରଭଙ୍ଗ…