ମା’ ସମଲେଶ୍ବରୀ ମନ୍ଦିରର ବିକାଶ ପାଇଁ ୨୦୦ କୋଟି ଟଙ୍କାର ‘ସମଲେଇ ଯୋଜନା’, ମଞ୍ଜୁରୀ ଦେଲେ ରାଜ୍ୟ ସରକାର
ଭୁବନେଶ୍ବର: ସମ୍ବଲପୁରର ଆରାଧ୍ୟ ଦେବୀ ମା’ ସମଲେଶ୍ଵରୀ ମନ୍ଦିରର ବିକାଶ ପାଇଁ ତତ୍ପରତା ଦେଖାଇଛନ୍ତି ରାଜ୍ୟ ସରକାର । ମା’ ସମଲେଶ୍ଵରୀ ମନ୍ଦିରର ବିକାଶ ପାଇଁ ୨ ଶହ କୋଟି ଯୋଜନାକୁ ମଞ୍ଜୁରୀ ଦେଇଛନ୍ତି ସରକାର । ଏନେଇ ୨୦୦ କୋଟିର ‘ସମଲେଇ ଯୋଜନା’ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ…