Latest Odisha News

BREAKING NEWS

Browsing Tag

2022

ରାଉଣ୍ଡ ଅପ୍ ୨୦୨୨ : କେତେ ସଫଳ ବଲିଉଡ୍ ଓ ଓଲିଉଡ୍

ବ୍ୟୁରୋ: ଇଣ୍ଡିଆନ୍ ଫିଲ୍ମ ଇଣ୍ଡଷ୍ଟ୍ରିରେ ରାଜ୍ କରୁଛି ବଲିଉଡ୍ । କିନ୍ତୁ ୨୦୨୨ ବଲିଉଡ୍ ପାଇଁ ଥିଲା ନୈରାଶ୍ୟଜନକ । କୋଭିଡ ପରସ୍ଥିତି ପାଇଁ ଚଞ୍ଚଳ ହୋଇପାରିନି ବଲିଉଡ୍ । ଚଳିତବର୍ଷ ଜାନୁଆରୀରୁ ଅକ୍ଟୋବର ମଧ୍ୟରେ ମାତ୍ର ୩୩ ପ୍ରତିଶତ ବା ୯ହଜାର ୨୪ କୋଟିର ବକ୍ସ ଅଫିସ କଲେକ୍ସନ କରିଛି…

8 ମାସରେ 6 କ୍ୟାପ୍ଟେନ୍ ଏକ ଚ୍ୟାଲେଞ୍ଜ୍ : ଦ୍ରାବିଡ

ବାଙ୍ଗାଲୋର:  ଭାରତୀୟ କ୍ରିକେଟ ଟିମରେ 8 ମାସରେ 6 ଜଣ କ୍ୟାପ୍ଟେନ ଦେଖିବାକୁ ମିଳିଲାଣି । ବିରାଟ କୋହଲିଙ୍କ ପରେ ଏହି ପରିବର୍ତ୍ତନ ଜାରି ରହିଛି । ନୂଆ କ୍ୟାପ୍ଟେନ ମଧ୍ୟ ନିଜର ନେତୃତ୍ବର ପରିଚୟ ଦେଇଛନ୍ତି ।  ଭାରତରେ କ୍ରିକେଟ ପାଇଁ ଏହା ଭଲ ଖବର ଏବଂ  ଅତ୍ୟନ୍ତ ରୋମାଞ୍ଚକର ବୋଲି…

ରଜ କୁଇନ୍‌-୨୦୨୨: ଚାଲିଛି ଅଡିସନ୍‌, ପ୍ରସାରଣ ଖୁବଶୀଘ୍ର

ଭୁବନେଶ୍ୱର: ପ୍ରତିଭା ପ୍ରଦର୍ଶନର ଅନ୍ୟତମ ପ୍ଲାଟଫର୍ମ ତଥା ରିୟାଲିଟି ସୋ’ ରଜ କୁଇନ୍ । ଚଳିତବର୍ଷ ନୂଆ ସିଜିନ୍ ନେଇ ଆସୁଥିବା ଏହି ସୋରେ ଏଥର ନିଶ୍ଚିତ ଭାବେ କିଛି ହଟ୍‌କେ ଦେଖିବାକୁ ମିଳିବ । ତେବେ ୨୦୨୨ ସିଜିନ୍ ପାଇଁ ଚଳିତମାସ ୩ ତାରିଖରୁ ଓଡିଶାର ଭିନ୍ନଭିନ୍ନ ସ୍ଥାନରେ ଅଡିସନ୍ ଆରମ୍ଭ…

ଏକାଠି ରିଲିଜ୍ ହେବ ୪ ହାଇ ବଜେଟ୍ ମୁଭି, କିଏ ମାରିବ ବାଜି ?

ମୁମ୍ବାଇ: ବହୁ କଳ୍ପନାଜଳ୍ପନା ପରେ ମିଷ୍ଟର୍ ପରଫେକ୍ସନିଷ୍ଟ ଅମିର ଖାନଙ୍କ ଫିଲ୍ମ ଲାଲ୍ ସିଂ ଚଢା ଆସନ୍ତା ବର୍ଷ ଅପ୍ରେଲ୍ ୧୪ରେ ରିଲିଜ୍ ହେବା ନେଇ ସ୍ଥିର ହୋଇଛି । ହେଲେ ଏହି ରିଲିଜ୍ ଡେଟ୍ ଆମିରଙ୍କୁ ସାମାନ୍ୟ ଚିନ୍ତାରେ ପକାଇଛି । କାହିଁକି ନା ଠିକ୍ ସେହି ଦିନ ଦୁଇଟି ସାଉଥ୍ ଫିଲ୍ମ ସହ…

ସଂପୂର୍ଣ୍ଣ ଡିଜିଟାଲ୍ ହେବ ଭାରତରେ ହଜ୍ ୨୦୨୨ ପ୍ରକ୍ରିୟା

ନୂଆଦିଲ୍ଲୀ: ୟୁନି୍ଅନ୍‌ ମାଇନରିଟି ଆଫାୟାର୍ସ ମନ୍ତ୍ରୀ କହିଛନ୍ତି ଯେ ଭାରତରେ ସମଗ୍ର ହଜ୍ ୨୦୨୨ ପ୍ରକ୍ରିୟା ୧୦୦ ପ୍ରତିଶତ ଡିଜିଟାଲ୍ ହେବ। ସେ ଶନିବାର ମୁମ୍ବାଇର ହଜ୍ ହାଉସରେ ଏକ ଅନଲାଇନ୍ ବୁକିଂ ସୁବିଧା ଉଦ୍‌ଘାଟନ କରିଥିଲେ ଏବଂ ପରେ ଏକ ବିବୃତ୍ତିରେ କହିଛନ୍ତି ଯେ ଇଣ୍ଡୋନେସିଆ ପରେ…