ଓଡ଼ିଶାରେ ଆଉ ୨୩ ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ, ୩୭କୁ ବଢ଼ିଲା ସଂଖ୍ୟା
ଭୁବନେଶ୍ୱର: ଓଡ଼ିଶାରେ ଆଉ ୨୩ ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ । ଏନେଇ ଆଇଏଲ୍ଏସ୍ ପକ୍ଷରୁ ସ୍ୱାସ୍ଥ୍ୟ ବିଭାଗକୁ ସୂଚନା ଦିଆଯାଇଛି । ଏହା ସହିତ ରାଜ୍ୟରେ ଓମିକ୍ରନ୍ ଆକ୍ରାନ୍ତଙ୍କ ସଂଖ୍ୟା ୩୭କୁ ବୃଦ୍ଧି ପାଇଛି ।
ଏହି ୨୩ ଓମିକ୍ରନ୍ ଆକ୍ରାନ୍ତଙ୍କ ମଧ୍ୟରେ ଉଭୟ ବିଦେଶ ଫେରନ୍ତା ଓ ସ୍ଥାନୀୟ…