ରାଜଧାନୀରେ ସ୍ଥିତି ସଙ୍ଗୀନ, ପୁଣି ବାହାରିଲେ ୨୩୭ ପଜିଟିଭ
ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ଦିନକୁ ଦିନ ସ୍ଥିତି ସଙ୍ଗୀନ ହେବାରେ ଲାଗିଛି । ଏଠାରେ କରୋନା ସଂକ୍ରମିତଙ୍କ ସଂଖ୍ୟାରେ ଲାଗୁନି ବ୍ରେକ୍ । ପ୍ରତିଦିନ ଚିହ୍ନଟ ହେଉଛନ୍ତି ଶହେରୁ ଉର୍ଦ୍ଧ୍ୱ କରୋନା ଆକ୍ରାନ୍ତ । ଆଜି ପୁଣି ୨୩୭ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ସଙ୍ଗରୋଧ…