ମାଡୁଛି ମହାମାରୀ: ୨୪ ଘଣ୍ଟାରେ ଦେଶରେ ୨୮ହଜାର ପଜିଟିଭ୍, ୧୮୮ ମୃତ
ନୂଆଦିଲ୍ଲୀ: ଦେଶରେ ମହାରୂପ ଦେଖାଇବା ଆରମ୍ଭ କରିଛି ମହାମାରୀ । ପୁଣି ଥରେ କରୋନା ସଂକ୍ରମଣ ଉପରମୁହାଁ ହେଲାଣି । ଗତକାଲି ଅପେକ୍ଷା ଆଜି ଏକାଥରକେ ୪ହଜାର ନୂଆ ସଂକ୍ରମିତ ହୋଇଛନ୍ତି । ଗତ ୨୪ ଘଣ୍ଟାରେ ସାରା ଦେଶରୁ ଚିହ୍ନଟ ହୋଇଛନ୍ତି ୨୮ହଜାର ୯୦୩ ଆକ୍ରାନ୍ତ । ଗତକାଲି ଏହି ସଂଖ୍ୟା ଥିଲା…