ଓଡ଼ିଶା ରାଜନୀତି ବିଜ୍ଞାନ ସଂଘର ୨୯ତମ ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ
ଭୁବନେଶ୍ୱର: ଓଡ଼ିଶା ରାଜନୀତି ବିଜ୍ଞାନ ସଂଘର ୨୯ତମ ବାର୍ଷିକ ସମ୍ମିଳନୀ ଉକ୍ରଳ ବିଶ୍ୱବିଦ୍ୟାଳୟର ନୂତନ ପ୍ରେକ୍ଷାଳୟରେ ଡିସେମ୍ବର ୨୫ ଓ ୨୬, ଦୁଇ ଦିନ ଧରି ଅନୁଷ୍ଠିତ ହୋଇଯାଇଛି । ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଉଦଘାଟନୀ ଉତ୍ସବରେ ଯୋଗ ଦେଇ ଓଡ଼ିଶା ବିଧାନସଭାର ମାନ୍ୟବର…