Latest Odisha News

BREAKING NEWS

Browsing Tag

2ND PHASE POLLS

ଏପ୍ରିଲ୍ ୨୫ରେ ଓଡିଶାର ୯ଟି ବୁଥରେ ହେବ ସାନି ମତଦାନ

ଭୁବନେଶ୍ୱର : ଓଡିଶାର ୯ଟି ବୁଥରେ ଏପ୍ରିଲ୍ ୨୫ ତାରିଖରେ ସାନି ଭୋଟ୍ ଗ୍ରହଣ ହେବ ଭାରତ ନିର୍ବାଚନ ଆୟୋଗ (ଇସିଆଇ) ମଙ୍ଗଳବାର ଦିନ ସୂଚନା ଦେଇଛନ୍ତି । ରାଜ୍ୟରେ ଏପ୍ରିଲ୍ ୧୮ ତାରିଖରେ ଅନୁଷ୍ଠିତ ହୋଇଥିବା ଦ୍ୱିତୀୟ ପର୍ଯ୍ୟାୟ ମତଦାନ ସମୟରେ ଭୋଟିଂ ବୁଥରେ ଇଭିଏମରେ ହୋଇଥିବା ତ୍ରୁଟି…

କାର୍ଯ୍ୟରେ ଅବହେଳା ଲାଗି ବରଗଡରେ ୬ ପୋଲିଂ କର୍ମଚାରୀ ନିଲମ୍ବିତ

ବରଗଡ : ନିର୍ବାଚନ ସମୟରେ କାର୍ଯ୍ୟରେ ଅବହେଳା ପାଇଁ ୬ ଜଣ ପୋଲିଂ କର୍ମଚାରୀଙ୍କୁ ନିଲମ୍ବିତ କରିଛନ୍ତି ବରଗଡ ଜିଲ୍ଲାପାଳ ଇନ୍ଦ୍ରମଣି ତ୍ରୀପାଠି । ନିଲମ୍ବିତ ହୋଇଥିବା କର୍ମଚାରୀମାନଙ୍କ ମଧ୍ୟରେ ୩ ଜଣ ପ୍ରିଜାଇଡିଂ ଏବଂ ୩ ଜଣ ସେକ୍ଟର ଅଫିସର ରହିଛନ୍ତି । ସେମାନଙ୍କ ମଧ୍ୟରେ…

୨ୟ ପର୍ଯ୍ୟାୟ ନିର୍ବାଚନ: ଇଭିଏମ୍ ମେସିନ ଅଚଳ ଯୋଗୁଁ ଓଡିଶାର କିଛି କେନ୍ଦ୍ରରେ ଭୋଟଦାନ ବିଳମ୍ବ

ଭୁବନେଶ୍ୱର : ଓଡିଶାରେ ଗୁରୁବାର ଦିନ ୨ୟ ପର୍ଯ୍ୟାୟ ମତଦାନ ପ୍ରକ୍ରିୟା ଆରମ୍ଭ ହୋଇଥିବାବେଳେ ଓଡିଶାର କିଛି ବୁଥରେ ଇଭିଏମ୍ ମେସିନ୍ ଅଚଳ ହେବା ଯୋଗୁଁ ଭୋଟଦାନରେ ବିଳମ୍ବ ଘଟିଛି । ମିଳିଥିବା ଏକ ରିପୋର୍ଟ ଅନୁଯାୟୀ ବଲାଙ୍ଗିର ଜିଲ୍ଲାର ଲୋଇସିଙ୍ଗାସ୍ଥିତ କୁରୁଲା ଗ୍ରାମର ବୁଥ୍ ନଂ-୨୭୮,…

ଆଜି ସୁନ୍ଦରଗଡରେ ନବୀନ, ଜୋର ଧରିଲା ୨ୟ ପର୍ଯ୍ୟାୟ ନିର୍ବାଚନ ପ୍ରଚାର

ଭୁବନେଶ୍ୱର : ପ୍ରଥମ ପର୍ଯ୍ୟାୟ ନିର୍ବାଚନୀ ପ୍ରଚାର ସମାପ୍ତ ହୋଇଥିବା ବେଳେ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସୁନ୍ଦରଗଡରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନୀ ପ୍ରଚାର ଅଭିଯାନ ଆରମ୍ଭ କରିଛନ୍ତି । ଦଳୀୟ ସୁତ୍ରରୁ ମିଳିଥିବା ସୂଚନାନୁଯାୟୀ ମୁଖ୍ୟମନ୍ତ୍ରୀ…

ଓଡ଼ିଶାର ୨ୟ ପର୍ଯ୍ୟାୟ ଭୋଟ ରଣାଙ୍ଗନରେ ୨୯୮ ଜଣ ପ୍ରାର୍ଥୀ ଅବତୀର୍ଣ୍ଣ

ଭୁବନେଶ୍ୱର : ଏପ୍ରିଲ୍ ୧୮ ତାରିଖରେ ହେବାକୁ ଥିବା ଓଡିଶାର ୨ୟ ପର୍ଯ୍ୟାୟ ବିଧାନସଭା ଓ ଲୋକସଭା ନିର୍ବାଚନ ଲାଗି ମୋଟ୍ ୨୯୮ ଜଣ ପ୍ରାର୍ଥୀ ମଇଦାନକୁ ଓହ୍ଲାଇଛନ୍ତି । ଗଣମାଧ୍ୟମକୁ ସୂଚନା ଦେଇ ମୁଖ୍ୟ ନିର୍ବାଚନ ଅଧିକାରୀ (ସିଇଓ) ସୁରେନ୍ଦ୍ର କୁମାର ଗୁରୁବାର ଦିନ କହିଛନ୍ତି, ୨ୟ ପର୍ଯ୍ୟାୟ…