ଆଜିଠୁ କୋଭିଡ୍ ଟିକା ନେଉଛନ୍ତି ବରିଷ୍ଠ ନାଗରିକ
ଭୁବନେଶ୍ୱର: ଆଜିଠୁ ଦେଶବ୍ୟାପୀ ଆରମ୍ଭ ହୋଇଛି କୋଭିଡ୍ ଟିକାକରଣ । ପ୍ରଥମ ଥର ସାଧାରଣ ଲୋକଙ୍କୁ ଦିଆଯାଉଛି କରୋନା ଟିକା । ୬୦ବର୍ଷରୁ ଅଧିକ ଓ ବହୁବିଧ ରୋଗରେ ପୀଡ଼ିତ ୪୫ ବର୍ଷରୁ ଅଧିକ ଆକ୍ରାନ୍ତଙ୍କୁ ଟିକା ଦିଆଯାଉଛି । ସରକାରୀ ସେଣ୍ଟରରେ ଟିକା ମାଗଣା । ତେବେ ଘରୋଇ ହସ୍ପିଟାଲରେ ଟିକା…