Latest Odisha News

BREAKING NEWS

Browsing Tag

3 critical

ବିସ୍ଫୋରଣ ନେଲା ୨ ଜୀବନ, ୩ ଜଣ ଗୁରୁତର

ବ୍ରହ୍ମପୁର: ଘରେ ହେଲା ବିସ୍ଫୋରଣ । ଏଥିରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆହତ ହୋଇଛନ୍ତି ୩ ଜଣ । ଗଞ୍ଜାମ ଜିଲ୍ଲା ବ୍ରହ୍ମପୁର ସଦର ଥାନା ଅନ୍ତର୍ଗତ କୁକୁଡ଼ାଖଣ୍ଡି ଗାଁରେ ଆଜି ଏହି ବିସ୍ଫୋରଣ ହୋଇଛି । ବିସ୍ଫୋରଣର କାରଣ ଅସ୍ପଷ୍ଟ ରହିଛି । କୁହାଯାଉଛି, ଜଣେ ବ୍ୟକ୍ତିଙ୍କ ଘରେ କୌଣସି…

ଅଟୋ-ବସ୍ ଧକ୍କା: ଦୁର୍ଘଟଣା ନେଲା ୧୩ ଜୀବନ, ୩ ଗୁରୁତର

ଗ୍ୱାଲିଅର: ଅଶୁଭ ମଙ୍ଗଳବାର । ଦୁର୍ଘଟଣା ନେଲା ୧୩ ଜୀବନ । ଆଉ ୩ ଜଣ ଗୁରୁତର ଅଛନ୍ତି । ମଧ୍ୟପ୍ରଦେଶର ଗ୍ୱାଲିୟରରେ ଏଭଳି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଅଟୋ ଓ ବସ୍ ମଧ୍ୟରେ ଧକ୍କା ହେବାରୁ ଘଟଣାସ୍ଥଳରେ ପ୍ରଥମେ ୧୦ ଜଣ ପ୍ରାଣ ହରାଇଛନ୍ତି । ହସ୍ପିଟାଲ ନେବା ରାସ୍ତାରେ ଆଉ ୩ ଜଣଙ୍କର…

ଦୁଇ ବାଇକ୍ ମୁହାଁମୁହିଁ ଧକ୍କାରେ ୨ ମୃତ, ୩ ଗୁରୁତର

ମୋହନା(ଗଜପତି): ପବିତ୍ର କାର୍ତ୍ତିକ ପୂର୍ଣ୍ଣିମାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଅକାଳେ ଚାଲିଗଲା ଦୁଇ ଜୀବନ । ୩ ଜଣ ଗୁରୁତର ଆହତ ହୋଇଛନ୍ତି । ଗଜପତି ଜିଲ୍ଲା ଅଡବା ଥାନା ଅନ୍ତର୍ଗତ ଡ଼ମାଟୁଆ ଗାଁ ଛକରେ ଏହି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ଦୁଇଟି ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା…