୩ ଦିନ ପାଇଁ ଏହି ଜିଲ୍ଲାରେ ଲାଗୁ ହେଲା ସଟଡାଉନ କଟକଣା
ବରଗଡ଼: ବଢୁଥିବା ସଂକ୍ରମଣକୁ ଦୃଷ୍ଟିରେ ରଖି ବରଗଡ଼ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାରେ ୩ ଦିନିଆ ସଟଡାଉନ ଘୋଷଣା କରାଯାଇଛି । ଏନେଇ ଘୋଷଣା କରିଛନ୍ତି ଜିଲ୍ଲାପାଳ।
ଏହି ସମୟରେ କେବଳ ଜରୁରୀକାଳୀନ ସେବାକୁ ଛାଡି ଅନ୍ୟ ସମସ୍ତ ବ୍ୟବସାୟିକ ଅନୁଷ୍ଠାନକୁ ବନ୍ଦ ରଖାଯିବ। ତେଜରାତି, ପାରିବା,…