Latest Odisha News

BREAKING NEWS

Browsing Tag

3 injured

କାରଖାନାରେ ଫାଟିଲା ଗ୍ୟାସ୍ ସିଲିଣ୍ଡର, ଜଣେ ମୃତ ଓ ୩ ଜଣ ଆହତ

ଝାରସୁଗୁଡ଼ା: କାରଖାନାରେ ଫାଟିଲା ୱେଲ୍‌ଡିଂ ଗ୍ୟାସ୍‌ ସିଲିଣ୍ଡର । ବିସ୍ଫୋରଣରେ ଜଣେ ସିକ୍ୟୁରିଟି ଗାର୍ଡଙ୍କର ମୃତ୍ୟୁ ହୋଇଛି । ଅନ୍ୟ ୩ ଜଣ ଆହତ ହୋଇଛନ୍ତି । ଝାରସୁଗୁଡା ଜିଲ୍ଲା କୋଲାବିରା ଥାନା ରଘୁନାଥପାଲ୍ଲୀରେ ଥିବା ଜୟ ହନୁମାନ କାରଖାନାରେ ଭୋର ସମୟରେ ଏହି ଅଘଟଣ ଘଟିଛି । କାରଖାନାର…

ଟ୍ରକ ଧକ୍କାରେ ଓଲଟିଲା ପିକଅପ ଭ୍ୟାନ, ୩ ଆହତ

ବ୍ରହ୍ମପୁର: ଜାତୀୟ ରାଜପଥ ୧୬ କନିସି ଛକରେ ସୋମବାର ଏକ ଟ୍ରକ ଓ ପିକଅପ ମଧ୍ୟରେ ଦୁର୍ଘଟଣା ଘଟିଛି । ଏହି ଦୁର୍ଘଟଣାରେ ଜଣେ କାର୍ଯ୍ୟରତ ହୋମଗାର୍ଡଙ୍କ ସହ ୩ ଜଣ ଆହତ ହୋଇଛନ୍ତି ।  ଟ୍ରକ ଧକ୍କାରେ ପିକଅପଟି ରାସ୍ତା ମଝିରେ ଓଲଟି ପଡିବାରୁ ଯାତାୟତ ବାଧାପ୍ରାପ୍ତ ହୋଇଛି । ଆହତଙ୍କୁ…

ଆସାମ ତୈଳକୂଅରେ ପୁଣି ବିସ୍ଫୋରଣ, ୩ ବିଦେଶୀ ବିଶେଷଜ୍ଞ ଆହତ

ଗୁଆହାଟି: ଆସାମ ତିନସୁକୁଆ ତୈଳକୂପାରେ ପୁଣି ଭୟଙ୍କର ବିସ୍ଫୋରଣ ହୋଇଛି । ଫଳରେ ସେଠାରେ କାମ କରୁଥିବା ୩ ଜଣ ବିଦେଶୀ ବିଶେଷଜ୍ଞ ଗୁରୁତର ଆହତ ହୋଇଛନ୍ତି । ସେମାନଙ୍କ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଆସାମର ତିନସୁକିଆ ଜିଲ୍ଲା ସ୍ଥିତ ବାଗଜାନ ତୈଳକୂପରେ ସ୍ଥିତି ଦିନକୁ ଦିନ ଭୟଙ୍କର…