କଟକରୁ ଆଉ ୩ କରୋନା ପଜିଟିଭ ଚିହ୍ନଟ
କଟକ: ସୋମବାର କଟକ ଜିଲ୍ଲାରୁ ୧୩ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାରି ଭିତରେ ୩ ଜଣ ସିଏମ୍ସି ଅଂଚଳର ଅଛନ୍ତି । ଏନେଇ କଟକ ମହାନଗର ନିଗମ ଟୁଇଟ୍ କରି ସୂଚନା ଦେଇଛି ।
ସିଏମସି ଅଞ୍ଚଳରୁ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଜଣେ ପେଡ୍ କ୍ୱାରେଣ୍ଟାଇନରେ ୬୨ ବର୍ଷୀୟ…