ଚାକିରୀ କରାଇ ଦେବା ନାଁରେ ୧୪ଲକ୍ଷ ଟଙ୍କା ଠକେଇ
ଝାରସୁଗୁଡା: ଚାକିରୀ କରାଇ ଦେବା ନାଁରେ ୧୪ଲକ୍ଷ ଟଙ୍କା ଠକେଇ । ଆଉ ଏହି ଠକେଇର ମାଷ୍ଟର ପ୍ଲାନ୍ କରିଛନ୍ତି ଖୋଦ୍ ଭାଇଭଉଣୀ ।। ୩ ଭାଇଭଉଣୀ ମିଶି କିଛି ଦିନ ଧରି ଚାକିରୀ କରାଇଦେବା ନାଁରେ ଲୁଟପାଟ ଚଳାଇଥିଲେ । ଝାରସୁଗୁଡାର ପୁରୁଣାବସ୍ତି ବାବୁପଡାରେ ରହୁଥିବା ଭାଇଭଉଣୀ ମିଶି ଲୋକଙ୍କୁ…