ଜିଏସଟି ଠକେଇ ଅଭିଯୋଗରେ କଟକରୁ ବନ୍ଧା ହେଲେ ୩ ଜଣ
କଟକ: ପୁଣି ବଡ଼ ଧରଣର ଜିଏସଟି ଠକେଇ ସାମନାକୁ ଆସିଛି । କୋଟି କୋଟି ଟଙ୍କା ଟିକସ ଫାଙ୍କିବାକୁ ଫନ୍ଦି କରୁଥିଲେ । ଧରାପଡ଼ିଲେ ଓ ଜେଲ୍ ଗଲେ । ଜିଏସଟି ଠକେଇ ଅଭିଯୋଗରେ କଟକ ଚୌଦ୍ୱାରରୁ ୩ ଜଣଙ୍କୁ ଗିରଫ କରିଛି ଜିଏସଟି ଏନଫୋର୍ସମେଣ୍ଟ ସ୍କ୍ୱାଡ୍ । କୋର୍ଟରେ ହାଜରେ ପରେ ସେମାନଙ୍କୁ ଜେଲ ପଠାଇ…