ରାଜ୍ୟରୁ ୨୪ ଘଣ୍ଟାରେ ୩୦୦ କରୋନା ପଜିଟିଭ୍, ଅନୁଗୁଳରୁ ସବୁଠୁ ଅଧିକ
ଭୁବନେଶ୍ୱର: ରାଜ୍ୟରେ କାବୁ ପାଉଛି ମହାମାରୀ । କମିଛି ଦୈନିକ ସଂକ୍ରମଣ । ଗତ ୨୪ ଘଣ୍ଟାରେ ତିନି ଶହ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ଅଛନ୍ତି ୧୭୪ ଆକ୍ରାନ୍ତ । ଲୋକାଲ୍ କଣ୍ଟାକ୍ଟ କେସ୍ ୧୨୬ଟି ରହିଛି ।
ଅନୁଗୁଳ ଜିଲ୍ଲାରୁ ସର୍ବାଧିକ ୪୪ ଜଣ…