ଆଜି ଭୁବନେଶ୍ୱରରୁ ପୁଣି ୩୦୭ ସଂକ୍ରମିତ ଚିହ୍ନଟ, ୩୦୧ ସୁସ୍ଥ
ଭୁବନେଶ୍ୱର: ଆଜି ରାଜଧାନୀ ଭୁବନେଶ୍ୱରରୁ ପୁଣି ସର୍ବାଧିକ କରୋନା ପଜିଟିଭ ଚିହ୍ନଟ ହୋଇଛି । ଗତ ୨୪ ଘଂଟା ମଧ୍ୟରେ ଭୁବନେଶ୍ୱର ମହାନଗର ନିଗମରୁ ୩୦୭ ଜଣ ନୂଆ କରୋନା ଆକ୍ରାନ୍ତ ବାହାରିଛନ୍ତି । ମଙ୍ଗଳବାର ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରେ ୧୩୫ ଜଣ ରହିଥିବା ବେଳେ ୧୭୨…