ରାଜ୍ୟରେ କରୋନାରୁ ସୁସ୍ଥ ହେଲେଣି ୯୮% ଆକ୍ରାନ୍ତ, ୨୪ ଘଣ୍ଟାରେ ୩୩୨ ପଜିଟିଭ୍
ଭୁବନେଶ୍ୱର: ରାଜ୍ୟରେ କମୁଛି ଦୈନିକ କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଚାରି ଶହ ତଳେ ରହୁଛି ସଂକ୍ରମିତଙ୍କ ସଂଖ୍ୟା । ଅଧିକାଂଶ ଜିଲ୍ଲାରୁ ଦିନକୁ ୧୦ରୁ କମ୍ ନୂଆ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି । ଗତ ୨୪ଘଣ୍ଟାରେ ରାଜ୍ୟରୁ ବାହାରିଛନ୍ତି ଆଉ ୩୩୨ ନୂଆ କରୋନା ପଜିଟିଭ୍ । କ୍ୱାରେଣ୍ଟାଇନରୁ ୧୮୯ ଓ…