ଭୁବନେଶ୍ୱରରେ ବଢ଼ୁଛି ସ୍ଥାନୀୟ ସଂକ୍ରମଣ, ଆଜି ପୁଣି ୩୮୬ ପଜିଟିଭ
ଭୁବନେଶ୍ୱର: ଭୁବନେଶ୍ୱରରେ ଦିନକୁ ଦନ ବଢ଼ୁଛି ବିପଦ । ସ୍ଥାନୀୟ ସଂକ୍ରମିତଙ୍କ ସଂଖ୍ୟା ଏଠି ବଢ଼ି ଚାଲଇଛି । ଯାହା ଏବେ ଚିନ୍ତାର କାରଣ ପାଲଟିଛି । ଆଜି ପୁଣି ରାଜଧାନୀରୁ ୩୮୬ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରେ ୧୮୩ଜଣ ରହିଥିବା ବେଳେ…