ହିମାଚଳ ପ୍ରଦେଶରେ ବଡ ଧରଣର ଭୂସ୍ଖଳନ
ହିମାଚଳପ୍ରଦେଶ : ହିମାଚଳ ପ୍ରଦେଶରେ ଅଘଟଣ । କିନୌର ଜିଲ୍ଲା ଅନ୍ତର୍ଗତ ରେକୋଙ୍ଗ ପିଓ-ସିମଳା ରାଜପଥରେ ବଡ଼ ଧରଣର ଭୂସ୍ଖଳନ ହୋଇଛି । ଭୂସ୍ଖଳନରେ ୪ ଜଣଙ୍କ ମୃତ୍ୟୁ ହୋଇଛି । ମାଟି ଓ ପଥରେ ଭିତରେ ୮୦ରୁ ଅଧିକ ଯାତ୍ରୀ ଫସି ରହିଛନ୍ଥି । ଭୂସ୍ଖଳନ ହେବା ପରେ ମୁଖ୍ୟମନ୍ତ୍ରୀ ଜୟରାମ ଠାକୁର…