ଓଡିଶାର 43.52 ଲକ୍ଷ ପରିବାରକୁ ଟ୍ୟାପ୍ ଯୋଗେ ପାନୀୟ ଜଳ ଯୋଗାଣ
ନୂଆଦିଲ୍ଲୀ : ଓଡିଶାର 43.52 ଲକ୍ଷ ପରିବାରକୁ ଜଳ ଜୀବନ ମିଶନ ଯୋଜନାରେ ଟ୍ୟାପ ପାଣି ଯୋଗାଇ ଦିଆଯାଇଛି । ପାନୀୟଜଳ ଯୋଗାଣ ନେଇ ରାଜ୍ୟସଭାରେ ଏକ ପ୍ରଶ୍ନର ଉତ୍ତରରେ କେନ୍ଦ୍ର ଜଳ ଶକ୍ତି ରାଷ୍ଟ୍ରମନ୍ତ୍ରୀ ଶ୍ରୀ ପ୍ରହଲାଦ ସିଂହ ପଟେଲ ଏହି ସୂଚନା ଦେଇଛନ୍ତି । କେନ୍ଦ୍ର ମନ୍ତ୍ରୀ ଦର୍ଶାଇଛନ୍ତି…