Latest Odisha News

BREAKING NEWS

Browsing Tag

4th phase election

ଆଜି ଚତୁର୍ଥ ପର୍ଯ୍ୟାୟ ଭୋଟ୍: ସବୁ ବୁଥ୍‌ରେ କଡ଼ା ସୁରକ୍ଷା

ଭୁବନେଶ୍ୱର: ରାଜ୍ୟରେ ପଞ୍ଚାୟତ ନିର୍ବାଚନର ଆଜି ଚତୁର୍ଥ ପର୍ଯ୍ୟାୟ ଭୋଟ୍। ସକାଳ ୭ରୁ ଆରମ୍ଭ ହୋଇଛି ମତଦାନ। ବିଭିନ୍ନ ବୁଥ୍‌ରେ ସକାଳୁ ସକାଳୁ ଲମ୍ବା ଧାଡ଼ିରେ ଲୋକେ ଅପେକ୍ଷା କରି ରହିଛନ୍ତି। ଆଜି ୨୭ ଜିଲ୍ଲାର ୬୪ ବ୍ଲକରେ ହେଉଛି ଭୋଟ୍। ଏହି ପର୍ଯ୍ୟାୟରେ ୧୬୩ଟି ଜିଲ୍ଲା ପରିଷଦ ଜୋନ୍, ୧…

ଝାଡଖଣ୍ଡ ୪ର୍ଥ ପର୍ଯ୍ୟାୟ ନିର୍ବାଚନ: କଡା ସୁରକ୍ଷା ମଧ୍ୟରେ ୧୫ ଆସନ ଲାଗି ମତଦାନ ଜାରି

ରାଞ୍ଚି: ଝାଡଖଣ୍ଡ ବିଧାନସଭା ନିର୍ବାଚନ ପାଇଁ ସୋମବାର ୪ର୍ଥ ପର୍ଯ୍ୟାୟରେ ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଛି। ଏହି ୪ର୍ଥ ପର୍ଯ୍ୟାୟରେ ୧୫ଟି ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ କଡ଼ା ସୁରକ୍ଷା ବଳୟରେ ମତଦାନ ଜାରି ରହିଛି । ଆଜି ଯେଉଁସବୁ ବିଧାନସଭା ନିର୍ବାଚନ ମଣ୍ଡଳିରେ ଭୋଟଗ୍ରହଣ…

ଓଡିଶାରେ ୪ର୍ଥ ପର୍ଯ୍ୟାୟ ନିର୍ବାଚନ ଲାଗି ନାମାଙ୍କନ ଦାଖଲ ଆରମ୍ଭ

ଭୁବନେଶ୍ୱର : ଓଡିଶାର ୪ର୍ଥ ପର୍ଯ୍ୟାୟ ନିର୍ବାଚନରେ ୬ଟି ଲୋକସଭା ଓ ୪୨ ବିଧାନସଭା ଆସନ ପାଇଁ ନାମାଙ୍କନ ଦାଖଲ ପ୍ରକ୍ରିୟା ମଙ୍ଗଳବାର ଦିନ ଆରମ୍ଭ ହେବ ବୋଲି ଭାରତ ନିର୍ବାଚନ ଆୟୋଗ (ସିଇଓ) ଦ୍ୱାରା ବିଜ୍ଞପ୍ତି ପ୍ରକାଶ ପାଇଛି । ଏହି ଅଧିସୂଚନା ଅନୁଯାୟୀ, ନାମାଙ୍କନ ଦାଖଲ ପ୍ରକ୍ରିୟା…